Monthly Archives

June 2025

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ଏକ ମେଗା ରକ୍ତଦାନ ଶିବିର ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରଠାରେ ଗୁରୁବାର ଆୟୋଜିତ ହୋଇଯାଇଛି । ଛତ୍ରପୁର ସହରର ଶବ କୁମାର୍ ପଟ୍ଟନାୟକ ରିଡ଼ିଙ୍ଗ ରୁମ୍ କୋଠାରେ ଆୟୋଜିତ ଏହି
Read More...

ଛତ୍ରପୁର ସହରର ରାଜାଘର ଜଗନ୍ନାଥ ମନ୍ଦିରରେ ନେତ୍ରୋତ୍ସବ ଓ ପୁସ୍ତକ ଉନ୍ମୋଚନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରର ତାଡେପଲ୍ଲୀ ସାହି ସ୍ଥିତ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାରମ୍ପରୀକ ବିଧିରେ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ ଆନନ୍ଦ ଉଲ୍ଲାସ ମଧ୍ୟରେ ସମାହିତ ହୋଇଯାଇଛି । ଏହି ଅବସରରେ ପତିତପାବନ ସତସଂଘ
Read More...

ବ୍ରିଜ୍ ଉପରୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

ଭଦ୍ରକ : ବ୍ରିଜ୍ ଉପରୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ । ଭଦ୍ରକ ଜିଲ୍ଲା ଚରମ୍ପା ୧୬ ନମ୍ଵର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ସୂଚନାନୁଯାୟୀ, ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଡୁବୁରୀରୁ
Read More...

ନୃସିଂହନାଥ ମନ୍ଦିରରେ ନେତ୍ରୋତ୍ସବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ମନ୍ଦିରରେ ଗୁରୁବାର ନେତ୍ରୋତ୍ସବ ପାଳନ ହୋଇଯାଇଛି । ତିନି ଠାକୁର ଦୀର୍ଘ ୧୦ ଦିନ ଅଣସର ଘରରେ ଥିବା ବେଳେ ଗୁରୁବାର ତାଙ୍କୁ ପଞ୍ଚାମୃତରେ ଶ୍ନାନ କରାଇ ନୀତି କାନ୍ତି ସହ ପ୍ରାଣ ପ୍ରତିଷ୍ଠା,
Read More...

ଭୁବନେଶ୍ୱରରେ ଶିଳ୍ପ ସମାଗମ ମେଳା ଉଦଘାଟିତ

ଭାରତର ଉତ୍କୃଷ୍ଟ କାରିଗରୀର ପ୍ରଦର୍ଶନ ସହ ବଞ୍ଚିତ ବର୍ଗଙ୍କ ସଶକ୍ତିକରଣ ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆଜି ଶିଳ୍ପ ସମାଗମ ମେଳା ଉଦଘାଟିତ ହୋଇଛି । ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି ମେଳା ଆୟୋଜନ
Read More...

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ । ତେବେ ଏହି ଦିବସକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ବିଜେପି ଯୁବ ନେତା ନର୍ସିଙ୍ଗ ସିଂଙ୍କ ଟିମ । ରାଜ୍ୟ ଯୁବ ମୋର୍ଚ୍ଚା ସଂଯୋଜକ ନର୍ସିଙ୍ଗ ସିଂଙ୍କ ନେତୃତ୍ୱରେ
Read More...

ଦକ୍ଷିଣ ରାଉରକେଲା ଶ୍ରୀଜଗନ୍ନାଥ ମନ୍ଦିରର ନୀତିକାନ୍ତିରେ କ୍ଷୁବ୍ଧ ସମାଜସେବୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସାରନଗରୀ, ସେକ୍ଟର ୨୨ର ଶ୍ରୀ ଜଗନ୍ନାଥ ମନ୍ଦିର ଓ ଶ୍ରୀ ଗୁଣ୍ଡିଚା ମନ୍ଦିର ର ଏକ ନୂତନ ପରିଚାଳନା କମିଟି ଗଠନ ଓ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ହୋଇଥିବା ନିଷ୍ପତ୍ତି ରେ ଅସନ୍ତୋଷ ପ୍ରକାଶ କରିଛନ୍ତି ସମାଜସେବୀ ପି ପି ରାୟ । ସେ ସେଥିପାଇଁ
Read More...

ଯୁବ କୁଲୁତା ସମାଜକୁ ଜିଲ୍ଲା ପ୍ରଶାସନର ପ୍ରଶଂସା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ଜୁନ ୫ ତାରିଖ ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷାସଦନ ଠାରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ରାଜ୍ୟ ସରକାର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରିଥିଲେ । ଏହି ଖବରଟି ଜାଣିବା ପରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୮ରୁ : ଭାଗ ନେବେ ୬୪ ଦଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ବଲାଙ୍ଗିରଠାରେ ଜିଲ୍ଲା କ୍ରୀଡା ସଂସଦର ଫୁଲବଲ ଟୁର୍ଣ୍ଣାମେଣ୍ଟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟି ଅଧ୍ୟକ୍ଷ ହେମନ୍ତ କୁମାର ବେହେରା ବୈ÷ଠକରେ ଅଧ୍ୟକ୍ଷତା କରିଥିଲେ । ଚଳିତ ବର୍ଷ ଜିଲ୍ଲାସ୍ତରୀୟ ଫୁଟବଲ
Read More...

୩୪୫ଟି ପଞ୍ଜୀକୃତ ଅଣସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ୍‌)କୁ ତାଲିକାରୁ ବାହାର କରିବା ପାଇଁ ଭାରତ ନିର୍ବାଚନ ଆୟୋଗ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ ଏବଂ ଡକ୍ଟର ବିବେକ ଯୋଶୀଙ୍କ ସହ ଭାରତ ନିର୍ବାଚନ ଆୟୋଗ ୩୪୫ଟି ପଞ୍ଜୀକୃତ ଅଣ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ)ଙ୍କୁ ତାଲିକାରୁ ବାହାର
Read More...