Monthly Archives

June 2025

ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର ପୁନର୍ବାସ ପାଇଁ ସଂଶୋଧିତ ଝରିଆ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକରେ ଝରିଆ ମାଷ୍ଟର ପ୍ଲାନକୁ ଅନୁମୋଦନ କରାଯାଇଛି । ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର
Read More...

ଗଞ୍ଜାମ ଜାତୀୟ ରାଜପଥରେ ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା ୨ କାର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟସ୍ଥ ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକରେ ଛତ୍ରପୁରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଗୋଟିଏ କାରକୁ ପଛପଟୁ ଆଉ ଗୋଟିଏ କାର ଧକ୍କା ଦେଇଥିଲା । ଦୁଇଟି କାର ଦୁର୍ଘଟଣା ହେବା ପରେ କାରରେ
Read More...

ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ : ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା । ଅତ୍ୟଧିକ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଜିଲ୍ଲା ଗୁଡ଼ିକ ହେଲା
Read More...

ମେଲଣ ପଡିଆରେ ଜୁନ୍ ୨୭ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ଆନ୍ତର୍ଜାତୀୟ ବାଣିଜ୍ୟ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାର ସେକ୍ଟର-୧୩ ମେଲଣ ପଡିଆରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରା.ଲିଃ. ପକ୍ଷରୁ ଆପେଲ ସାଇନ୍ ଆଣ୍ଡ ଗ୍ରାଫିକ୍ସ ସହାୟତାରେ ଦ୍ଵିତୀୟ ରାଉରକେଲା ଆନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ ଅନୁଷ୍ଠିତ ହେବାକୁଯାଉଛି, ବୋଲି ପାନ୍ଥନିବାସଠାରେ
Read More...

ରାଉରକେଲା ଚାମ୍ବର ଅଫ୍ କମର୍ସର ସଭାପତି ମଳୟ ମଣ୍ଡଳ ସାଧାରଣ ସମ୍ପାଦକ ଶୁଭମ କପୁର ନିର୍ବାଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଚାମ୍ବର ଅଫ୍ କମର୍ସର ସଭାପତି ଭାବେ ମଳୟ ମଣ୍ଡଳ ଏବଂ ସାଧାରଣ ସମ୍ପାଦକ ଭାବେ ଶୁଭମ କପୁର ନିର୍ବାଚିତ ହୋଇଛନ୍ତି । ଏହି ନିର୍ବାଚନରେ ୧୧୦୦ରୁ ଅଧିକ ଆଜୀବନ ସଦସ୍ୟଙ୍କ ମଧ୍ୟରୁ ୭୦% ଆଜୀବନ ସଦସ୍ୟ ଭୋଟ ଦେଇଥିଲେ । ନିର୍ବାଚନ ଅଧିକାରୀ ଅଧ୍ୟକ୍ଷ
Read More...

କଂଗ୍ରେସ ଗଣତନ୍ତ୍ରର ହତ୍ୟାକାରୀ : କଳାଦିବସ ପାଳିଲା ବିଜେପି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଭାରତୀୟ ଜନତା ପାର୍ଟି ରାଉରକେଲା ସାଙ୍ଗଠନିକ ଜିଲ୍ଲା ତରଫରୁ ଜୁନ୍ ୨୫ ଆଜିର ଦିନରେ କଂଗ୍ରେସ ଦଳ ଦେଶର ଗଣତନ୍ତ୍ରକୁ ହତ୍ୟାକରି ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥବାର ୫୦ ବର୍ଷ ପୂର୍ଣ୍ଣକୁ ଭାଜପା ସମଗ୍ର ଭାରତରେ ଏକ କଳା ଦିବସ ରୂପେ
Read More...

ବାଳ ଓ ଯୁବ ସଂସ୍କାର ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ବିକାଶ ପରିଷଦ ରାଉରକେଲା ଶାଖା ର ମହିଳା ଶାଖା ତରଫରୁ ପାନପୋଷ ସ୍ଥିତ ରଘୁନାଥପଲୀ ୟୁ ପି ସ୍କୁଲରେ ବାଳ ଓ ଯୁବ ସଂସ୍କାର ଶିବିର ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଅଶୋକ କକ୍କଡଙ୍କ ସଭାପତିତ୍ୱଓ ସାଧାରଣ ସମ୍ପାଦକ ବନ୍ଦିତା ମାହାତୋଙ୍କ
Read More...

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କିତ ବୈଠକ ଅନୁଷ୍ଠିତ

ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’ଗଠନ କରିବାକୁ ପ୍ରସ୍ତାବ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ• କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଆଲୋଚନା କଲେ
Read More...

ଆମ ସଂକଳ୍ପ ନିଶା ନୁହେଁ ଜୀବନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ପଦ୍ମପୁର ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ଅବକାରୀ ବିଭାଗ ଆନୁକୂଲ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗୀତା ହୋଇଯାଇଛି । ଏଥିରେ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ବିଦ୍ୟାଳୟର ୩୫ ଜଣ
Read More...

ପିଏମ ପଦ୍ମପୁର ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ସର୍ଟିଫିକେଟ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୯୧ ଜଣ ଛାତ୍ରୀମାନଙ୍କୁ ଆଜି ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜାତ ବଣ୍ଟନ କରାଯାଇଛି । ବିଦ୍ୟାଳୟର
Read More...