ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ଵରେ ଆମ୍ବାଗାନ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି!-->…
Read More...
Read More...