ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ଜୁନ ୨୮ରୁ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ବଲାଙ୍ଗିରଠାରେ ଆଜି କ୍ରୀଡା ସଂସଦର ଟୁର୍ଣ୍ଣାମେଣ୍ଟ ଓ ଟ୍ରାନ୍ସଫର କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟ କମିଟି ଅଧ୍ୟକ୍ଷ ହେମନ୍ତ କୁମାର ବେହେରା ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ । ଚଳିତ ବର୍ଷ!-->…
Read More...
Read More...