ମାସ ମାସ ଧରି ଖୋଲୁନି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ : ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା କ. ନୁଆଗାଁ ତହସିଲ ଅନ୍ତର୍ଗତ ବଣ୍ଡଗୁଡ଼ା ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ଖୋଲୁ ନ ଥିବାରୁ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି । ଘଣ୍ଟା!-->…
Read More...
Read More...