Monthly Archives

June 2025

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ପଞ୍ଚାୟତ ସମିତି ସଭାଗୃହ ଠାରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୋଟ ୬୭ ଜଣ ଅଭିଯୋଗକାରୀ ଅଭିଯୋଗ ପତ୍ର ଦାଖଲ କରିଥିବା ବେଳେ ପାନୀୟ ଜଳ, ଗମନାଗମନ,
Read More...

ଗଞ୍ଜାମ ଜିଲ୍ଲାରେ ପ୍ରଥମ କରୋନା ରୋଗୀ ଚିହ୍ନଟ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଲକ୍ଷ୍ମଣପଲ୍ଲୀ ଗ୍ରାମରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି । ରୋଗୀ ଜଣକ ମହିଳା ବୋଲି ଜଣାପଡିଛି । ମହିଳାଙ୍କ ଆଇସିଏମଆର ଆରଏମଆରସି ଭୁବନେଶ୍ୱରରେ ଗତ ୩ ତାରିଖ ଦିନ ମହିଳାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା । ଏହି ରକ୍ତ ନମୁନା ଆରଟିପିସିଆର
Read More...

ଥଣ୍ଡା କାଶ ଲକ୍ଷଣ ଥିଲେ ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ : ମାସ୍କ ବ୍ୟବହାର କରନ୍ତୁ

ପୁରୀ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଘୋଷଯାତ୍ରା ଠାରୁ ନେଇ ଗୁଣ୍ଡିଚା ଯାତ୍ରା ପର୍ଯ୍ୟନ୍ତ ୩୦୦ ଡାକ୍ତର ନିୟୋଜିତ ହେବେ । ରଥଯାତ୍ରା ଦ୍ଵିତୀୟ ସମନ୍ଵୟ ବୈଠକ ପରେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି । ସେହିପରି
Read More...

ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ବିଜେପିର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ତା ୦୯.୦୬.୨୦୨୫ ରାଉରକେଲା ବିଶ୍ରା ଗୋଲ ଛକରେ ଥିବା ଭଗବାନ ବିଶ୍ରା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ବିଜେପି ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ନେତୃତ୍ୱରେ ବିଜେପିର ନେତ୍ରୁ ବୃନ୍ଦ ତାଙ୍କର ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ପୂର୍ବକ
Read More...

ଅଟୋ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା : ୫ଗୁରୁତର

ଘଷିପୁରା : କେନ୍ଦୁଝର ଜିଲ୍ଲା ୨୦ ନଂ ଜାତୀୟ ରାଜପଥ ହସନପୁର ଟୋଲ୍ ପ୍ଲାଜା ନିକଟରେ ଦୁର୍ଘଟଣା । ଅଟୋ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ କଲିକତାର ୫ଜଣ ଗୁରୁତର ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ
Read More...

ବୁଚକା-୧ ଓ ୨ ର ପ୍ରିମିୟର ସୋ ପ୍ରଦର୍ଶିତ

କ୍ଷୁଦ୍ର ଚଳଚ୍ଚିତ୍ର “ବାପା କେଭେ ଯିବ” ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ବଲାଙ୍ଗିର ସାମ୍ବାଦିକ ଭବନ ସଭାକକ୍ଷରେ ଡିଲେଶ୍ୱର ସିଂବରିହା ପ୍ରୟୋଜିତ “ବାପା କେଭେ ଯିବ ଓ ବୁଚକା ୨ର ପ୍ରିମିୟର ସହିତ ୟୁଟ୍ୟୁବରେ ପୂର୍ବ ପ୍ରସାରିତ ବୁଚକା-୧ର ପ୍ରଦର୍ଶନ ହୋଇଯାଇଛି । ଏ
Read More...

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୩୭ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୧୧
Read More...

ଯୁବ ହଷ୍ଟେଲର ସନ୍ତରଣ ପ୍ରତିଯୋଗିତା ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ଓ ରାଉରକେଲା କ୍ଲବର ମିଳିତ ଆନୁକୂଲ୍ୟରେ ସନ୍ତରଣ ପ୍ରତିଯୋଗିତା କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି । ହଷ୍ଟେଲର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ସଭାପତିତ୍ୱ ଓ ଆଶିଷ ବିର୍ସା ହେମ୍ରମଙ୍କ ସଂଯୋଜନାରେ ଆୟୋଜିତ ଏକ
Read More...

ତ୍ରିଦିବସୀୟ ଗ୍ରୀଷ୍ମକାଳୀନ ଆର୍ଟ ଓ କ୍ରାଫ୍ଟ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଯାଜ୍ଞସେନୀ ଅନୁଷ୍ଠାନ ତରଫରୁ ତ୍ରିଦିବସୀୟ ଗ୍ରୀଷ୍ମ କାଳୀନ ଆର୍ଟ ଏବଂ କ୍ରାଫ୍ଟ  କର୍ମଶାଳା ଶିକ୍ଷୟିତ୍ରୀ ଉଷା ରାଣୀ ଶତପଥୀଙ୍କ ତତ୍ୱାବଧାନରେ ନିଜସ୍ୱ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଥମ ଦିନରେ
Read More...

ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଡକ୍ଟର ପ୍ରାଣକୃଷ୍ଣ ପରିଜାଙ୍କ ସ୍ମୃତି ଚାରଣ ଓ ସାହିତ୍ୟ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଡକ୍ଟର ପ୍ରାଣକୃଷ୍ଣ ପରିଜାଙ୍କ ପୂଣ୍ୟତିଥି ପାଳନ ଉପଲକ୍ଷେ ସାରସ୍ୱତ ଆଲୋଚନା ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସେକ୍ଟର-୭ ସ୍ଥିତ
Read More...