Monthly Archives

June 2025

ବଲାଙ୍ଗିର ପର୍ଶୁରାମ ବାହିନୀର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ବଲାଙ୍ଗିର ପର୍ଶୁରାମ ବାହିନୀର ବିଭିନ୍ନ ଆୟୋଜକ କମିଟି ଗୁଡିକର ଏକ ବୈଠକ ହୋଇଥିଲା । ଏହି ସଭାରେ ଶିବ ଶଙ୍କର ଖୁଆସ ସଭାପତିତ୍ୱ କରିଥିଲେ ଓ ପର୍ଶୁରାମ ଜନ୍ମୋତ୍ସବ କମିଟିର ଆବାହକ ସୁଧୀର…
Read More...

୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭବାନୀପାଟଣା : କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର ଧୀମାନ ଚକ୍‌ମା । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମା ରବିବାର ଭିଜିଲାନ୍ସ ପଞ୍ଝାରେ ପଡ଼ିବା ପରେ…
Read More...

ଗଛରୁ ପଡ଼ି ଚାଲିଗଲା ଜୀବନ

ରାଜଗାଙ୍ଗପୁର : ଶାଗ ତୋଳିବା ହେଲା କାଳ । ଗଛରୁ ଖସିପଡ଼ି ଚାଲିଗଲା ଜୀବନ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ କୁଟୁନିଆ ପଞ୍ଚାୟତ ସୋନଖାନ ବିର୍ସାପଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣଙ୍କ ହେଉଛନ୍ତି ଉକ୍ତ ଗ୍ରାମର କୁମର ମାଝୀ (୫୫ ବର୍ଷ) । ପ୍ରାଥମିକ…
Read More...

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ । ଖବର ପାଇ ଫୁଲବାଣୀ ଟାଉନ୍ ଥାନା ଏବଂ ବାଲିଗୁଡ଼ା ପୁଲିସ ତଦନ୍ତ ଆରମ୍ଭ କରିଛନ୍ତି । ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ,…
Read More...

କେଦାରନାଥ ପ୍ରଧାନଙ୍କ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ଛେଣ୍ଡସ୍ଥିତ ମଧୁସୂଦନ ପାଠାଗାର ପରିସରରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ କବି ବଳରାମ ରାଉଳଙ୍କ ଅଧ୍ୟକ୍ଷତାରେ କେଦାରନାଥ ପ୍ରଧାନଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି ।…
Read More...

ଆଜି ନାରୀ ଶକ୍ତି ଏକ ବିକଶିତ ଭାରତ ସଂକଳ୍ପରେ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଛି ଏବଂ ବିଭିନ୍ନ କ୍ଷେତ୍ରରେ ଉଦାହରଣ…

● ଗତ ୧୧ ବର୍ଷ ମଧ୍ୟରେ, ଏନଡିଏ ସରକାର ମହିଳା ନେତୃତ୍ୱାଧୀନ ବିକାଶକୁ ପୁନଃପରିଭାଷିତ କରିଛି : ପ୍ରଧାନମନ୍ତ୍ରୀ● ସ୍ୱଚ୍ଛ ଭାରତ ମାଧ୍ୟମରେ ମର୍ଯ୍ୟାଦା ସୁନିଶ୍ଚିତ କରିବାଠାରୁ ଆରମ୍ଭ କରି ଜନଧନ ଆକାଉଣ୍ଟ ମାଧ୍ୟମରେ ଆର୍ଥିକ ଅନ୍ତର୍ଭୁକ୍ତିକରଣ ପଯନ୍ତ ବିଭିନ୍ନ ପଦକ୍ଷେପ ଜରିଆରେ ଆମର ନାରୀ…
Read More...

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନର ସଫଳ ୯ ବର୍ଷ

ନୂଆଦିଲ୍ଲୀ, (ପିଆଇବି) : ଜୁନ ୨୦୧୬ରେ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ବ ଅଭିଯାନ (ପିଏମଏସଏମଏ) ହେଉଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଭାରତ ସରକାରଙ୍କର ଏକ ପ୍ରମୁଖ ପ୍ରମୁଖ କାର୍ଯ୍ୟକ୍ରମ । ଚଳିତ ବର୍ଷ ଏହା ସଫଳତାର ୯ ବର୍ଷ ପୂରଣ କରିଛି…
Read More...

ବାଲିଗୁଡାରେ ପାରମ୍ପରିକ ଖାଦ୍ୟ ମେଳା

ଉତ୍ତମ ସ୍ୱାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା କଲ୍ୟାଣ ମଣ୍ଡପ ପରିସରରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ କ୍ରୀଷ୍ଣା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ଶ୍ରୀ ଶ୍ରୀ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ମୁକ୍ତିପୀଠଠାରେ ନୂତନ ରଣେଶ୍ୱର ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ମନ୍ଦିର ନିକଟରେ ଥିବା କୁଳତା ଜାତିର ମନ୍ଦିର ରଣେଶ୍ୱର ରାମଚଣ୍ଡୀ ମନ୍ଦିର ଅବସ୍ଥିତ । ଏଠାରେ ଗୋଟିଏ ନୂତନ ରଣେଶ୍ୱର ବାବାଙ୍କ ମନ୍ଦିର ନିର୍ମାଣ ପାଇଁ ରବିବାର ଦିବା ୧୦ ଘଣ୍ଟାସମୟରେ ଶିଳାନ୍ୟାସ କରାଯାଇଛି ।…
Read More...

ଭାରତୀୟ ଜନତା ପାର୍ଟି ରାଉରକେଲା ସାଙ୍ଗଠନିକ

ଓଡ଼ିଶା କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ରାଉରକେଲା ଗ୍ରସ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାରଙ୍କର ମାନ୍ୟବର ରାଜ୍ୟ କ୍ରୀଡା ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମହୋଦୟ ଆଜି ରାଉରକେଲା ଗ୍ରସ୍ତରେ ଆସି ପୂର୍ବାହ୍ନ ୯.୩୦ ଘଟିକା ସମୟରେ ପାନପୋଷ…
Read More...