Monthly Archives

June 2025

ସୁବର୍ଣ୍ଣପୁରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋନପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ୩୨୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ୫୬ ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରଥମେ ସୁବର୍ଣ୍ଣପୁରଠାରେ ନିର୍ମାଣ ହୋଇଥିବା ସର୍କିଟ ହାଉସର ଶୁଭ ଉଦଘାଟନ କରିଥିଲେ । ପରେ ରାମେଶ୍ୱର
Read More...

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ । ଏହାପରେ ଫୁଲବାଣୀ ସହର
Read More...

ନିର୍ବାଚନ କମିଶନଙ୍କ ବକ୍ତବ୍ୟ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଭ୍ରମାତ୍ମକ ଦାବି…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଦିଆଯାଇଥିବା ଭ୍ରମାତ୍ମକ ଓ ଆଧାରହୀନ ମନ୍ତବ୍ୟ ପ୍ରତି ନିର୍ବାଚନ କମିଶନ ଗଭୀର ଭାବରେ ଅସନ୍ତୋଷ ବ୍ୟକ୍ତ କରୁଛି । ୧. ଶେଷ ୨ ଘଣ୍ଟାରେ ମତଦାନ ସମ୍ପର୍କରେ ଅଭିଯୋଗ :ପ୍ରତି
Read More...

ବରଗଡରେ ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଇଦ ଉଲ ଜୁହା ମହାସମାରୋହରେ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ତ୍ୟାଗ ଓ ବଳିଦାନର ପର୍ବ ଉଦ୍-ଉଲ-ଜୁହା ସମଗ୍ର ବିଶ୍ୱରେ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଥିବା ବେଳେ ବରଗଡରେ ମଧ୍ୟ ଅନୁରୂପ ଢ଼ଙ୍ଗରେ ପାଳନ ହୋଇଯାଇଛି । ଆଲ୍ଲାଙ୍କ ନିକଟରେ ନିଜକୁ ସମର୍ପଣ ଓ ଉତ୍ସର୍ଗୀକୃତ ମନୋଭାବ ନେଇ ଆଜି ନିଷ୍ଠାର ସହ ଏହି ପର୍ବକୁ ପାଳନ
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଏକ ବୈଠକ ମହାସଭାର କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ସ୍ଥିତ ନିଖିଳ ଓଡ଼ିଶା ଖଣ୍ଡାୟତ
Read More...

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ମାସିକ ବୈଠକ ସଭାପତି ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂପାଦକ କୃଷ୍ଣଚନ୍ଦ୍ର ନାଥ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।
Read More...

ଲୋକ କଳା ସଂସ୍କୃତି ଗବେଷକମାନଙ୍କ ସମାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ୱିକୃତୀ ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତିମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକ
Read More...

ସକ୍ରିୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲେଚନା କଲେ ସରୋଜ

ପାଟଣାଗଡ : ଆଜି ପାଟଣାଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ସଭାପତି ଖପ୍ରାଖୋଲ ଗସ୍ତରେ ଯାଇଥିବା ଜଣାପଡ଼ିଛି । ପୂର୍ବତନ ବିଧାୟକ ଶ୍ରୀ ମେହେର ଖପ୍ରାଖୋଲ ଗସ୍ତରେ ଯାଇଥିବା ବେଳେ ଖପ୍ରାଖୋଲ ଗସ୍ତରେ ଯାଇ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ୪ ନମ୍ବର
Read More...

୭ ଦିନ ଯାଏଁ ଅସହ୍ୟ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର : ସକାଳ ୭ ଟା ୩୦ରୁ ତାତି । ଅସ୍ତ ବ୍ୟସ୍ତ କରୁଛି ଗରମ ଗୁଳୁଗୁଳି । ଅଧିକ ବାହାରେ ବୁଲିଲେ ମୁଣ୍ଡ ବୁଲେଇ ହୋଇ ପଡ଼ୁଛି । ରାଜ୍ୟରେ ଏବେ ବ୍ରେକ୍ ମନସୁନର ସ୍ଥିତି ଜାରୀ ରହିଥିବା ବେଳେ ଜଳୀୟ ବାଷ୍ପ ମଧ୍ୟ ରହୁଛି ପ୍ରଭାବରେ ଏଭଳି ସ୍ଥିତି ଅନୁଭୂତ ହେଇଛି । ଆସନ୍ତା ୩ ଦିନ ଯାଏଁ
Read More...

ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

କଟକ : ତିନି ଦିନ ଧରି ଘର ବନ୍ଦ ଥିଲା । ସନ୍ଦେହରେ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ ତହସିଲଦାରଙ୍କ ଉପସ୍ଥିତିରେ ଘର କବାଟ ଭାଙ୍ଗି ଥିଲା । ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରିଥିଲା । ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ଏପରି ଘଟଣା ଦେଖିବାକୁ ମିଳିଛି । ଘଟଣାରୁ ପ୍ରକାଶ ଯେ,
Read More...