ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିଲା ପ୍ରକୃତିମିତ୍ର ପୁରସ୍କାର
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ଓଡ଼ିଶା ସରକାରଙ୍କଠାରୁ ପ୍ରକୃତି ମିତ୍ର ପୁରସ୍କାର ୨୦୨୫ ରେ ପୁରସ୍କୃତ ହୋଇଛି । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ସରକାରଙ୍କ ତରଫରୁ ଜୁନ ମାସ ୫ ତାରିଖ!-->…
Read More...
Read More...