Monthly Archives

June 2025

୫୭୫.୭୭ କୋଟି ଟଙ୍କାର ସଡ଼କ ସୁରକ୍ଷା ସମ୍ପର୍କିତ ୫୫ଟି କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ

ଘରୁ ବାହାରିବା ଠାରୁ ଫେରିବା ପର୍ଯ୍ୟନ୍ତ ସଡ଼କର ସମସ୍ତ ନିୟମ ପାଳନ କରନ୍ତୁ, ସୁରକ୍ଷିତ ଭାବେ ଘରକୁ ଫେରିବାକୁ ନିଶ୍ଚିତ କରନ୍ତୁ - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଦୁର୍ଘଟଣା କେବଳ ପରିବାର କି ରାଜ୍ୟ ନୁହେଁ ସମଗ୍ର ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଥାଏ । ଏହା କୌଣସି ବ୍ୟକ୍ତିଗତ
Read More...

ବିକଶିତ କୃଷି ସଂକଳ୍ପ ଅଭିଯାନର ୬ଷ୍ଠ ଦିନରେ ପୁଣେର ନାରାୟଣ ଗାଁ ଓଠାରେ କୃଷକମାନଙ୍କ ସହ ଆଲୋଚନା କଲେ କେନ୍ଦ୍ର କୃଷି ଓ…

ନକଲି ସାର ଓ କୀଟନାଶକ ଉତ୍ପାଦନ କରି ଚାଷୀଙ୍କୁ ଯୋଗାଉଥିବା କମ୍ପାନୀ କିମ୍ବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଏକ କଠୋର ଆଇନ ପ୍ରଣୟନ କରିବା ଦିଗରେ ସରକାର ଅଗ୍ରସର ହେଉଛନ୍ତି : ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କୃଷି ଏବଂ
Read More...

ଯୁବପିଢ଼ିଙ୍କ ସଶକ୍ତିକରଣ ପାଇଁ ମୋଦୀ ସରକାରଙ୍କ ପ୍ରୟାସ

ନୂଆଦିଲ୍ଲୀ, (ପିଆଇବି) : ଅମୃତ ପିଢ଼ି ଅର୍ଥାତ୍ ଦେଶର ଯୁବବର୍ଗଙ୍କ ସ୍ୱପ୍ନକୁ ସାକାର କରିବା ସହିତ ସେମାନଙ୍କ ପାଇଁ ଅପାର ସୁଯୋଗ ସୃଷ୍ଟି କରିବା ଏବଂ ସେମାନଙ୍କ ମାର୍ଗରେ ଆସୁଥିବା ସବୁ ବାଧା ଦୂର କରିବା ସରକାରଙ୍କ ସଂକଳ୍ପ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ । ଏହାକୁ ସାକାର
Read More...

ଶାହା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉନ୍ନତ ପ୍ରାକୃତିକ ଶୋଭାବର୍ଦ୍ଧନ ସହ ମୁକ୍ତ ବିଶୁଦ୍ଧ ଜଳବାୟୁର ଆନୟନ ନିମନ୍ତେ ଏବଂ ପରିବେଶ ସୁରକ୍ଷା କରିବା ଦିଗରେ ଶାହା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଟ୍ରଷ୍ଟ ପକ୍ଷରୁ ଗଞ୍ଜାମ ଜିଲ୍ଲାର
Read More...

କେରାଣ୍ଡିତୋଳାର ଶୀତଳଷଷ୍ଠୀ ଯାତ୍ରାକୁ ବିଧାୟକଙ୍କ ପରିଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ସମାହିତ ହୋଇଆସୁଥିବା ପ୍ରସିଦ୍ଧ ଶିବବିବାହ ଓ ଶୀତଳ ଷଷ୍ଠୀ ଉତ୍ସବ ଅବସରରେ ଆୟୋଜିତ ପର୍ବ ସମ୍ଭାରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟଅତିଥି ରୂପେ ଯୋଗଦେଇଛନ୍ତି । ଏହି
Read More...

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଆଭାସି ମାଧ୍ୟମରେ ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଶିଳାନ୍ୟାସ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରୁ ଆଭାସି ମାଧ୍ୟମରେ ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲା ପାଇଁ "ସ୍ୱୟଂଚାଳିତ
Read More...

ନିଶାଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଅବସରରେ ପୂର୍ବାହ୍ନରେ ଆଜି ବଲାଙ୍ଗିର ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ପକ୍ଷରୁ ଚାରିଗୋଟି " ଆମ ସଂକଳ୍ପ - ନିଶା ନୁହେଁ, ଜୀବନ" ସଚେତନତା ରଥକୁ ଅବକାରୀ ଡେପୁଟି
Read More...

ବଲାଙ୍ଗିର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ : ସମ୍ଭାବ୍ୟ ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଗୌରୱ ଶୀବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଓଡ଼ିଶାର ମାନ୍ୟବର
Read More...

ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ଛତା ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରବଚିକା ତଥା ଅଧ୍ୟାପିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ଦରିଦ୍ର ଅସହାୟଙ୍କୁ ଛତା ବଣ୍ଟନ କରାଯାଇଛି । ଗ୍ରୀଷ୍ମ ପ୍ରବାହରେ ପ୍ରଖର ସୂର୍ଯକିରଣ ତଥା ବର୍ଷାରୁ ରକ୍ଷା ପାଇବାକୁ ଏହି ସମିତି ଛତା ବଣ୍ଟନ କରିଛି । ଏହି
Read More...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ : ଯୁବକ ମୃତ

ବ୍ରହ୍ମପୁର : ବ୍ରହ୍ମପୁରରେ ଅଶାନ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଳମ୍ବିତ ରାତିରେ ଗଡ଼ିଲା ମୁଣ୍ଡ । ବଡ଼ବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ସାହିର ହାଉସ ଆପାର୍ଟମେଣ୍ଟ ଆଗରେ ଦୁଇ ଯୁବକ ଖଣ୍ଡାରେ ଆକ୍ରମଣ । ଘଟଣାସ୍ଥଳରେ ବିଦ୍ୟାଧର ପାଣିଗ୍ରାହୀ ଓରଫ ଲଡୁ(୨୧) ମୃତ୍ୟୁ ଘଟିଛି ।
Read More...