Daily Archives

ଗୁଣ୍ଡିଚା ମନ୍ଦିର ନିକଟରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ଦୁର୍ଗୀ ଅଞ୍ଚଳରେ ଗୁଣ୍ଡିଚା ମନ୍ଦିର ନିକଟସ୍ଥ ଆମ୍ବ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଡୁମୁନେଲି ପଞ୍ଚାୟତ ଅନ୍ତର୍ଗତ ଲଟାଗୁଡ଼ା ଗ୍ରାମ ନିବାସୀ ଜଗୁଲୁ
Read More...

୬ଜଣ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷୟିତ୍ରୀମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତ ଅନ୍ତର୍ଗତ ବାଗଝରଣ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀକାନ୍ତ ସେଠ କାର୍ଯ୍ୟରୁ ଅବସର ଗ୍ରହଣ କରିଥିବାରୁ ସୋମବାର ତାଙ୍କୁ ବାଗଝରଣ ଗ୍ରାମବାସୀ, ଶିକ୍ଷା କମିଟି ଏବଂ
Read More...

ଆମେରିକାର ସାମ୍ରାଜ୍ୟବାଦୀ ଯୁଦ୍ଧଖୋର ନୀତି ବିରୁଦ୍ଧରେ : ସିପିଆଇଏମର ଦେଶବ୍ୟାପୀ ପ୍ରତିବାଦ ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସିପିଆଇଏମ୍ କେନ୍ଦ୍ର କମିଟି ଆହ୍ୱାନରେ ଜୁନ୍ ୨୫ରୁ ୩୦ ତାରିଖ ଦେଶବ୍ୟାପୀ ବିଜେପି ନେତୃତ୍ଵାଧୀନ ମୋଦି ସରକାରର ପହେଲଗାମ ସନ୍ତ୍ରାସବାଦୀ ଆକ୍ରମଣ ପରେ ସରକାର ଏହାକୁ ଏକ ଅସ୍ତ୍ର କରି ଧର୍ମୀୟ ଧୃବୀକରଣ ଓ ହିଂସାର ବାତାବରଣ ଓ ପରବର୍ତ୍ତୀ ଯୁଦ୍ଧ ପରିସ୍ଥିତି
Read More...

ଏକତା ଗୃପର ପଞ୍ଚମ ବାର୍ଷିକୋତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ଅଞ୍ଚଳର ଅନ୍ୟତମ ମହିଳା ଅନୁଷ୍ଠାନ ଏକତା ଗୃପର ପଞ୍ଚମ ବାର୍ଷିକୋତ୍ସବ କୋଏଲ ନଗର ସ୍ଥିତ ହୋଟେଲ ଓଡିଶୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ପୂର୍ଣ୍ଣିମା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି
Read More...

ଅଧକ୍ଷଙ୍କ ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷ ପ୍ରଧ୍ୟାପକ ସରୋଜ କୁମାର ବଳିୟାରସିଂହଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ସୋମବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ
Read More...

ମୟୂରଭଞ୍ଜ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସଂସ୍କୃତି ଅଧିକାରୀ ଅନନ୍ତ ପ୍ରସାଦ ସେଠୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ଇଉ.ଭି.କେ କେନ୍ଦ୍ରର ସମ୍ପାଦକ ଜନ୍ ଜର୍ଜ୍ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଫୋର୍ଡର
Read More...

ବିକଶିତ ଭାରତ ୨୦୪୭ ଅଧୀନରେ ରାସାୟନିକ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସୁରକ୍ଷା ମାନଦଣ୍ଡର ସୁଦୃଢ଼ୀକରଣ

ନୂଆଦିଲ୍ଲୀ, (ପିଆଇବି) : ରାସାୟନିକ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସୁରକ୍ଷା ମାନଦଣ୍ଡକୁ ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ତାଲିମ ପ୍ରଦାନକୁ ପ୍ରାଥମିକତା ଦେଇଛନ୍ତି କେନ୍ଦ୍ର ସରକାର । ଏହିକ୍ରମରେ ଦେଶର ବିଭିନ୍ନ ସ୍ଥାନରେ ବିକଶିତ ଭାରତ-୨୦୪୭ ଅଧୀନରେ ପ୍ରସ୍ତୁତ ୧୦୦ ଦିନିଆ
Read More...

ପ୍ରାକୃତିକ ଏବଂ ମାନବକୃତ ବିପର୍ଯ୍ୟୟ ସମୟରେ ସତର୍କତାର ଶୀଘ୍ର ପ୍ରସାରଣ ସୁନିଶ୍ଚିତ କରିବା ପାଇଁ ସ୍ୱଦେଶୀ ସେଲ୍…

ଇଂରାଜୀ ଏବଂ ହିନ୍ଦୀରେ ପରୀକ୍ଷା ବାର୍ତ୍ତା ମୋବାଇଲ୍ ଫୋନରେ ଗ୍ରହଣ କରାଯାଇପାରିବ; ସିଷ୍ଟମ୍ ବୈଧତା ପର୍ଯ୍ୟାୟ ସମୟରେ ଗ୍ରହୀତାଙ୍କଠାରୁ କୌଣସି ପଦକ୍ଷେପ ନେବାର ଆବଶ୍ୟକତା ନାହିଁସି-ଡିଓଟି-ବିକଶିତ ବ୍ୟବସ୍ଥା ଏବେ ସମସ୍ତ ୩୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକ୍ଷମ; ବିପର୍ଯ୍ୟୟ
Read More...

ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ବିଧାୟକଙ୍କ ଜରିଆରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ୧୦ଦଫା ଦାବୀପତ୍ର…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳରେ ବର୍ଷ ବର୍ଷ ଧରି ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ଲାଗି ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ଜରିଆରେ ରାଜ୍ୟ ସ୍ଵାସ୍ଥ୍ୟ
Read More...

ମୁରିବାହାଲ ସିଏଚସିରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ

ପୂରଣ ହେବ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ସହ ଡ଼ାକ୍ତର ପଦବୀ- ବିଧାୟକ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ରୋଗୀ କଲ୍ୟାଣ ସମିତିର ସାଧାରଣ ପରିଷଦ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ
Read More...