Daily Archives

ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ

ବରଗଡ, (ମୁନ୍ନା ସାହୁ) : ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ କରାଯାଇଛି । ରବିରୁତୁ ଧାନ ବିକ୍ରି ପାଇଁ ଅନେକ ସୋସାଇଟିରେ ନକଲି ଧାନ କାର୍ଡ ତିଆରି କରାଯାଇଛି ଯାହାକୁ ନେଇ ପ୍ରକୃତ ଚାଷୀ ଧାନ କିଣାବିକାରୁ ବଞ୍ଚିତ
Read More...

ଗୁଲୁମୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ବିଧାୟକଙ୍କ ଅଚାନକ ଗସ୍ତ

ମଧ୍ୟାହ୍ନ ଭୋଜନ ସହ ଦୂଷିତ ପରିବେଶ ଦେଖି କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ନିର୍ଦ୍ଦେଶ ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶାରେ ସରକାର ପରିବର୍ତ୍ତନ ହେବା ସହ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀରେ ପ୍ରଥମ ଥର ପାଇଁ ବିଜେପି ବିଧାୟକ ନବୀନ ଜୈନ ନିର୍ବାଚିତ ହୋଇଛନ୍ତି । ଲୋକଙ୍କ ସରକାର
Read More...

ଅବସରପ୍ରାପ୍ତ ସୈନିକଙ୍କୁ ନିଜ ମାଁ ମାଟିରେ ସମ୍ମାନିତ କଲେ ଅଞ୍ଚଳବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲର ଲକ୍ଷ୍ମୀକାନ୍ତ ପ୍ରଧାନ ଭାରତ ସରକାରଙ୍କ ସ୍ଥଳ ସେନାର କୋର ଅଫ ସିଗ୍ନାଲ ରେଜିମେଣ୍ଟରେ ଅବସର ନେଇ ଗୁରୁବାର ନିଜ ମାଁ ମାଟିକୁ ଫେରିଥିବାରୁ ତାଙ୍କୁ ପାଇକମାଳ ତଥା ଅଞ୍ଚଳବାସୀ ସ୍ୱାଗତ କରିଥିଲେ । ଶ୍ରୀ ପ୍ରଧାନ ପାଇକମାଳ
Read More...

ଷଷ୍ଠ ବାରିପଦା ଏକ୍ସପୋ ଆଣ୍ଡ ଫନ୍ ଫେୟାର ଆରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ଛଉ ପଡିଆଠାରେ ଷଷ୍ଠ ବାରିପଦା ଏକ୍ସପୋ ଆଣ୍ଡ ଫନ୍ ଫେୟାର ଆରମ୍ଭ ହୋଇଯାଇଛି । ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିବା ସହ ବାରିପଦାକୁ ସ୍ୱଚ୍ଛ ଓ ସୁନ୍ଦର ସହର ରୂପେ ଗଢି ତୋଳିବା
Read More...

ଗ୍ରୀଷ୍ମକାଳୀନ ଶିଶୁ ନାଟ୍ୟ କର୍ମଶାଳା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) ବାରିପଦା ସ୍ଥାନୀୟ ତକତପୁର (ମହାରାଜପୁର) ସ୍ଥିତ ଓ ଆର ଡି କେନ୍ଦ୍ରରେ ଜାତୀୟ ନାଟ୍ୟ ବିଦ୍ୟାଳୟ, ଦିଲ୍ଲୀ ଆନୁକୂଲ୍ୟରେ ଏକ ମାସ ଧରି ଗ୍ରୀଷ୍ମକାଳୀନ ଶିଶୁ ନାଟ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ଓ ଆରଡି କେନ୍ଦ୍ର ଓ ପୂର୍ଣ୍ଣଚନ୍ଦ୍ର ପୁର
Read More...

ବନ ମହୋତ୍ସବ ୨୦୨୫ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଂଶୀଧର ମେମୋରିଆଲ୍‌ ଉଚ୍ଚ ବିଦ୍ୟାଳୟ ବକଟିରେ ବନ ମହୋତ୍ସବ ୨୦୨୫ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସଚ୍ଚିଦାନନ୍ଦ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ବିଜୟାନନ୍ଦ ପାଢୀ ଓ ସହକାରୀ ଶିକ୍ଷକ ସରୋଜ କୁମାର ବାରିକ
Read More...

ହାଣ୍ଡିଧୁଆ ବିଦ୍ୟାଳୟର ରୂପାନ୍ତରଣ ପ୍ରକଳ୍ପ ଶୁଭାରମ୍ଭ

ତାଳଚେର : ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପ ଶୁଭାରମ୍ଭ । ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହାଣ୍ଡିଧୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ୧ କୋଟି ୩୭ ଲକ୍ଷ ଟଙ୍କାର ବିଭିନ୍ନ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଜିଲ୍ଲାର ଆଜି ୮ ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ସିସିଏଫ୍‌ଏ ୧୦-୦ ଗୋଲରେ ଘୁଚେପାଲିକୁ ହରାଇଛି । ଅତିଥି ଭାବେ ପୂର୍ବତନ ଖେଳାଳି ଲୋକନାଥ ନେପାକ ଓ କାଳେନ୍ଦ୍ର
Read More...

ଲଡୁଗାଁ ବାନେର ରାସ୍ତା ଅବସ୍ଥା ଶୋଚନୀୟ : ରାସ୍ତା ନିର୍ମାଣ କେବେ ହେବ ସ୍ୱପ୍ନ ଦେଖୁଛନ୍ତି ଅଞ୍ଚଳବାସୀ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁରୁ ଜୟପାଟଣା ବ୍ଲକ ବାନେରକୁ ସଂଯୋଗ କରୁଥିବା ୧୪କିମି ରାସ୍ତାର ଅବସ୍ଥା ଦୀର୍ଘ ବର୍ଷ ହେବ ଅତି ଶୋଚନୀୟ ହୋଇପଡ଼ିଛି । ଅଞ୍ଚଳବାସୀ ବାରମ୍ବାର ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ ଓ ଆନ୍ଦୋଳନ କରିଥିଲେ ମଧ୍ୟ ପ୍ରଶାସନର ପ୍ରତିଶ୍ରୁତି ତଳେ
Read More...

“ଜାତୀୟ ବୈଦ୍ୟୁତିକ ନିରାପତ୍ତା ସପ୍ତାହ ପାଳନ “

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାଠାରେ ଜାତୀୟ ବୈଦ୍ୟୁତିକ ନିରାପତ୍ତା ସପ୍ତାହ ଅବସରରେ ଏକ ଆଲୋଚନା ଚକ୍ର ଏବଂ ବିଦ୍ୟୁତ ସୁରକ୍ଷା ଓ ବ୍ୟବହାର ଉପରେ ସଚେତନତା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ
Read More...