Daily Archives

ହେଲ୍‌ଥ୍‌ ସୁପର୍‌ଭାଇଜର୍‌ ସନ୍ତୋଷ କୁମାର ତ୍ରିପାଠୀ ଅବସର ଗ୍ରହଣ କଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ହେଲ୍‌ଥ୍‌ ସୁପର୍‌ଭାଇଜର୍‌ ସନ୍ତୋଷ କୁମାର ତ୍ରିପାଠୀ ଗତ ୩୦ ତାରିଖ ଦିନ ସି.ଏଚ.ସି. ବେଲପଡାରୁ ଅବସର ଗ୍ରହଣ କରିଛନ୍ତି । ସୁପରିଟେଣ୍ଡେଣ୍ଟ ଡ. ରବୀନ୍ଦ୍ର ମେହେରଙ୍କ ସଭାପତିତ୍ୱରେ ଏକ ବିଦାୟକାଳୀନ ସମ୍ୱର୍ଦ୍ଧନା ସଭାରେ ଶ୍ରୀ ତ୍ରିପାଠୀଙ୍କୁ ସମ୍ବର୍ଦ୍ଧନା
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛ । ଏହି ସଭାରେ ବିଦ୍ୟୁତ ବିଭାଗ ଦ୍ୱାରା ଘନ ଘନ ବିଦ୍ୟୁତ କାଟ କରାଯାଉଥିବା ବେଳେ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି । ଏଣୁ ଏ ବାବଦରେ ବିଦ୍ୟୁତ ବିଭାଗର
Read More...

ସ୍ମାଇଲ କ୍ରାପ୍ଟ କ୍ଲିନିକ ପକ୍ଷରୁ ନିଶୁଳ୍କ ଦନ୍ତ ପରୀକ୍ଷା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ମାଇଲ କ୍ରାପ୍ଟ ଦନ୍ତ ଚିକିତ୍ସାଳୟ ପକ୍ଷରୁ ପ୍ରତ୍ୟେକ ଗୁରୁବାର ଦିନ ମାଗଣା ଦନ୍ତ ପରୀକ୍ଷା କରାଯିବ ବୋଲି କ୍ଲିନିକର ସତ୍ତ୍ୱାଧିକାରୀ ତଥା ଡ. ଶ୍ୱେତପର୍ଣ୍ଣା ପଣ୍ଡା ଜଣାଇଛନ୍ତି । ବଲାଙ୍ଗିର ସହରର ମସଜିଦ ଛକରେ ଅବସ୍ଥିତ ଏହି ଦନ୍ତ ଚିକିତ୍ସାଳୟକୁ ଆସି
Read More...

ଜିଲ୍ଲା ମତ୍ସ୍ୟ ବିଭାଗ ତରଫରୁ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ମତ୍ସ୍ୟ ଅଧିକାରୀ ବଲାଙ୍ଗିର କାର୍ଯ୍ୟାଳୟ ଠାରେ ଜିଲ୍ଲା ମତ୍ସ୍ୟବିଭାଗ ତରଫରୁ ଜାତୀୟ ମତ୍ସ୍ୟ ଚାଷୀ ଦିବସ ୨୦୨୫ ଜିଲ୍ଲା ମତ୍ସ୍ୟ ଅଧିକାରୀ ଉମେଶ ଚନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପମତ୍ସ୍ୟ ନିର୍ଦ୍ଦେଶକ କୁଟିଳ ଚନ୍ଦ୍ର ଦାଶ
Read More...

ବଲାଙ୍ଗିର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ସ୍ପୋର୍ଟ୍ସ ହଷ୍ଟେଲ ଚମ୍ପିୟାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ଗାନ୍ଧୀ ଷ୍ଟାଡିୟମ ଠାରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ସ୍ପୋର୍ଟ୍ସ ହଷ୍ଟେଲ ବଲାଙ୍ଗିର ୨-୦ ଗୋଲରେ ସିସିଏଫ୍‌ଏକୁ ହରାଇ ଚମ୍ପିୟାନ ହୋଇଛି । ସ୍ପୋର୍ଟ ହଷ୍ଟେଲ ତରଫରୁ ରାମ ମାଝି ଓ ପ୍ରଭାକର ମାଝି
Read More...

ଆନ୍ତରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କଲା ନୂଆପଡା ପୋଲିସ୍ : ୨୮ ପ୍ୟାକେଟ ଗଞ୍ଜେଇ ଜବତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ଜୋଙ୍କ ପୋଲିସକୁ ମିଳିଛି ବଡ଼ ସଫଳତା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆନ୍ତଃ ରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କରି ତାଙ୍କଠାରୁ ଗଞ୍ଜେଇ, ବ୍ୟବହୃତ କାର, ମୋବାଇଲ, ଟଙ୍କା ଜବତ୍ ସହ ସାତ ପୁରୁଷ ଓ ପାଞ୍ଚ ଜଣ ମହିଳାଙ୍କୁ ଗିରଫ କରିବାରେ ସଫଳ
Read More...

ବଡ଼ ପୋଡାଗୁଡାରେ ଅଘଟଣ : ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀ ମୃତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ବଡ଼ ପୋଡ଼ାଗୁଡାରେ ଏକ ଦୁଃଖଦ ଘଟଣା ଘଟିଛି । ଆଜି ସକାଳେ ଚାଷ ଜମିରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ କୋକସରା ବ୍ଲକ ବଡ଼ ପୋଡ଼ାଗୁଡା
Read More...

ମହୁଲପାଲିଠାରେ ଆଷାଢ଼ ପୂର୍ଣିମାରେ ଅଙ୍ଗ ଆଳତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଜୀବନ ଧାରା ବୋଲାଉଥିବା ଅଙ୍ଗ ନଦୀରେ ଆଜି ଗୁରୁବାର ଆଷାଢ଼ ପୂର୍ଣିମା ଅବସରରେ ସନ୍ଧ୍ୟା ୭ ଘଣ୍ଟା ସମୟରେ ଐତିହାସିକ ୧୧ମ ଅଙ୍ଗ ଆଳତୀ କରାଯାଇଛି । ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଳତାକୁ
Read More...

ଟିଟିଲାଗଡ଼ ଓମ ଭ୍ୟାଲି ସ୍କୁଲରେ ବନ ମହୋତ୍ସବ ସପ୍ତାହ : ଏକ ପେଡ ମା’ କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ

ଯୋଗଦେଲେ ଟିଟିଲାଗଡ଼ ବନ ଅଧିକାରୀ ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହର ତତଲାଗଡ ରୂପେ ପରିଚିତ । ତେବେ ଏହି ସହରର ତାପମାତ୍ରାକୁ ଯଦି ହ୍ରାସ କରିବାର ଅଛି ତାହେଲେ ଏଠାକାର ଲୋକଙ୍କୁ ବହୁ ପରିମାଣରେ ବୃକ୍ଷ ରୋପଣ କରିବାକୁ ପଡ଼ିବ । ଏହି ପରିପ୍ରେକ୍ଷୀରେ କେନ୍ଦ୍ର
Read More...

ପବିତ୍ର ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଟିଟିଲାଗଡ଼ ଗାୟତ୍ରୀ ପରିବାର ତରଫରୁ ପଞ୍ଚ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଗାୟତ୍ରୀ ପରିବାର ତରଫରୁ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଗୁରୁବାର ଦିନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ଯଜ୍ଞ ମଣ୍ଡପଠାରେ ପଞ୍ଚ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପାଞ୍ଚଟି କୁଣ୍ଡରେ ପାଞ୍ଚଟି ମୁଖ୍ୟ ଯଜମାନ
Read More...