ସୁସ୍ଥ ହୋଇ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ତରଫରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରାଯାଇଥିଲା । ଏହାସହ ବିମାନବନ୍ଦରରୁ ବାସଭବନ ଯାଏଁ ରୋଡ ସୋ ବି କରାଯାଇଛି ।!-->…
Read More...
Read More...