ଭାରତୀୟ ପରିବେଶ ବିତଙ୍କ ନାମରେ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ
କଟକ, ( ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଆୟୋଜିତ ୭୪ତମ ରାଜ୍ୟସ୍ତରୀୟ " ସବୁଜିମା ସୃଜନାୟନ " କାର୍ଯ୍ୟକ୍ରମ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, କେଶବଧାମ, ଗତିରାଉତ ପାଟଣାଠାରେ ଅନୁଷ୍ଠିତ ହୋଇଯାଇଛି । ଅତିଥିବୃନ୍ଦ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କରିଥିଲେ ।!-->…
Read More...
Read More...