Daily Archives

ନୂଆଦିଲ୍ଲୀରେ ୨୦୨୫-୨୬ ଇଣ୍ଡିଆ ପୋଷ୍ଟ ବ୍ୟବସାୟିକ ବୈଠକ ତୃଣମୂଳସ୍ତରୀୟ ଅଭିବୃଦ୍ଧି ପାଇଁ ଦୃଷ୍ଟିକୋଣ ପ୍ରସ୍ତୁତ…

କେନ୍ଦ୍ରଯୋଗାଯୋଗ ଏବଂ ଉତ୍ତର ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ ଜ୍ୟୋତି ରାଦିତ୍ୟଏମ୍ ନୂଆଦିଲ୍ଲୀ,(ପିଆଇବି) : ସିନ୍ଧିଆଙ୍କ ନେତୃତ୍ୱରେ ଡାକବିଭାଗ ନୂଆଦିଲ୍ଲୀରେ ଏହାର ବାର୍ଷିକ ବ୍ୟବସାୟିକ ବୈଠକ ୨୦୨୫-୨୬ଆୟୋଜନ କରିଥିଲା । ଏହରଣ ନୈତିକ ସମାବେଶରେ ଦେଶବ୍ୟାପୀ ବିଭିନ୍ନ ସ୍ଥାନରୁ ମଣ୍ଡଳ
Read More...

ନଦୀର ଡାଇଭର୍ଶନ ଧୋଇଯିବା ଘଟଣା : ବିଡିଓଙ୍କ ପ୍ରତିଶୃତି ପରେ ବାତିଲ ହେଲା ଆନ୍ଦୋଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବା ଘଟଣାରେ ୩ ପଞ୍ଚାୟତବାସୀ ବୁଧବାର ଠାରୁ ୫୯ ନଂ ଜାତୀୟରାଜପଥର ସିମନବାଡି ପଞ୍ଚାୟତ କାରିପାଙ୍ଗା ଠାରେ
Read More...

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କନ୍ଧମାଳ ଜିଲ୍ଲା କଂଗ୍ରେସ । ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖ ଗୁରୁବାର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ରାଜ୍ୟରେ ନାରୀ
Read More...

ତାମିଲନାଡୁରେ ଦାଦନ ଖଟୁଥିବା ଶ୍ରମିକଙ୍କ ମୃତ୍ୟୁ : ନିଜ ଗାଁକୁ ଶବ ଆସିବା ଚିନ୍ତାରେ ପରିବାର ଲୋକେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ବାହାରକୁ ରୋଜଗାର ପାଇଁ ଯାଇ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ପ୍ରାଣ ଚାଲିଯାଇଛି । ଏଭଳି ଘଟଣା ଶୁଣିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତକ ହେଲେ
Read More...

ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ କଲେ ଏଲ୍‌ଡିଏର ସଦସ୍ୟ ସଦସ୍ୟା

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାପାଳ କାର୍ଯାଳୟ ଘେରାଓ କଲେ ଏଲ୍‌ଡିଏର ସଦସ୍ୟ ସଦସ୍ୟା । ବରଗଡ଼ ବରପାଲି ଫାର୍ମାସିଷ୍ଟ କଲେଜର ପରିଚାଳନା କମିଟି କର୍ତ୍ତୃପକ୍ଷ ଏବଂ ସଦସ୍ୟଙ୍କ ଦ୍ୱାରା କଲେଜ କର୍ମଚାରୀ ଓ ଛାତ୍ରୀମାନଙ୍କ ଉପରେ ଜୈନ ଉତ୍ପୀଡ଼ନା, ଅନ୍ୟାୟ, ଅତ୍ୟାଚାର, ମାନସିକ
Read More...

ଖପ୍ରାଖୋଲ ନୂତନ ଏସ୍‌ଓଜି ଦଳଙ୍କ ପ୍ରଶଂସନୀୟ କାର୍ଯ୍ୟ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସ୍ୱଚ୍ଛ ଭାରତ ମିଶନ ଗାଁ ମାନଙ୍କରେ ଫେଲ୍‌ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ । ଏହାର ଜ୍ୱଳନ୍ତ ଉଦାହରଣ ସଦର ଖପ୍ରାଖୋଲରେ ଦେଖିବାକୁ ମିଳୁଛି । ଗ୍ରାମ ଭିତରେ ନା ଅଛି ଡ୍ରେନ ସୁବିଧା ନା ରାସ୍ତାଘାଟ ସଫା । ବିଭିନ୍ନ ସରକାରୀ କାର୍ଯ୍ୟଳୟ ଭିତର ଠୁ
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତିଙ୍କ ସହ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ଏକବିଂଶ ଶତାବ୍ଦୀରେ ରେଭେନ୍ସାର ସଂସ୍କୃତି ବିଶ୍ୱରେ ନୂଆ ଅଧ୍ୟାୟ ଉନ୍ମୋଚନ କରିବ - ଧର୍ମେନ୍ଦ୍ର ପ୍ରଧାନ• ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଯୋଗଦେଲେ• ସମ୍ମାନସୂଚକ ଉପାଧି ଏବଂ ପିଏଚଡି ଉପାଧି
Read More...

ପଦ୍ମ ପୁରସ୍କାର-୨୦୨୬ ପାଇଁ ମନୋନୟନ ୩୧ ଜୁଲାଇ, ୨୦୨୫ ପର୍ଯ୍ୟନ୍ତ ଖୋଲା ରହିଛି

ନୂଆଦିଲ୍ଲୀ, (ପିଆଇବି) : ୨୦୨୬ ଗଣତନ୍ତ୍ର ଦିବସରେ ଘୋଷଣା ହେବାକୁ ଥିବା ପଦ୍ମ ପୁରସ୍କାର-୨୦୨୬ ପାଇଁ ନାମାଙ୍କନ/ସୁପାରିଶ ୧୫ ମାର୍ଚ୍ଚ, ୨୦୨୫ରୁ ଆରମ୍ଭ ହୋଇଛି । ପଦ୍ମ ପୁରସ୍କାର ପାଇଁ ନାମାଙ୍କନର ଶେଷ ତାରିଖ ୩୧ ଜୁଲାଇ, ୨୦୨୫ । ପଦ୍ମ ପୁରସ୍କାର ପାଇଁ ନାମାଙ୍କନ/ସୁପାରିଶ କେବଳ
Read More...

ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଯୋଗଦାନ ସହ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୧୫ ଜୁଲାଇ ୨୦୨୫ରେ) କଟକଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି । ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ
Read More...

୧୭ ଜୁଲାଇ, ୨୦୨୫ରେ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଚଳିତ ବର୍ଷ ୪ଟି ବର୍ଗରେ ମୋଟ ୭୮ଟି ପୁରସ୍କାର ପ୍ରଦାନ କରାଯିବମୂଲ୍ୟାୟନରେ ୧୪ କୋଟି ଲୋକ ଅଂଶଗ୍ରହଣ କରିଥିଲେ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୭ ଜୁଲାଇ, ୨୦୨୫ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଗୃହ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ
Read More...