Daily Archives

ଟିଟିଲାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ କଂଗ୍ରେସ କମିଟି ପକ୍ଷରୁ ନ୍ୟାୟ ପାଇଁ ୧୨ ଘଣ୍ଟିଆ ବନ୍ଦ ଡାକରା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା କଂଗ୍ରେସ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୁଲାଇ ୧୭ ତାରିଖ ଗୁରୁବାର ଦିନ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ କଂଗ୍ରେସର ବିଧାୟକ ପ୍ରାର୍ଥୀ ବିରେନ୍ଦ୍ର ବାଗଙ୍କ ସଭାପତିତ୍ୱରେ
Read More...

ସାଇବର କ୍ରାଇମକୁ ନେଇ ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ମାରୱାଡି ଯୁବ ମଞ୍ଚ ବିକାଶ ଶାଖା ପକ୍ଷରୁ ସ୍ଥାନୀୟ ହରିଭବନଠାରେ ସାଇବର ଅପରାଧକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ମାରାଣ୍ଡି , ସମ୍ମାନିତ ଅତିଥି
Read More...

ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍‌ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଚୋରି ବଢ଼ି ଚାଲିଥିବା ବେଳେ ଚୋରମାନଙ୍କୁ କାବୁ କରିବାରେ
Read More...

ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯ୍ୟାତନା ଅଭିଯୋଗ : ରାଜସ୍ଥାନରୁ ଉଦ୍ଧାର ହେଲେ ଯୁବତୀ

କୋକସରା : ସାମାଜିକ ଗଣମାଧ୍ୟମରେ ଠକମାନେ ବିଭିନ୍ନ କମ୍ପାନୀରେ ଚାକିରି କରାଇଦେବା ଆଶା ଦେଖାଇ ବିଜ୍ଞାପନ ଜାଲ ବିଛାଇ ଆସୁଛନ୍ତି । ତେବେ ଚାକିରି ଆଶାୟୀ ଅନେକ ଯୁବପିଢ଼ି ଏହି ଠକମାନଙ୍କଠାରୁ ବର୍ତ୍ତିପାରି ପାରୁନାହାନ୍ତି । ବିଭିନ୍ନ ସମୟରେ ଠକାମୀର ଶିକାର ଓ ଅପହରଣ ଭଳି ଖବର ମଧ୍ୟ
Read More...

ଏଫ୍ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାର ପ୍ରତିବାଦ : ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ବନ୍ଦ ପାଳନ

ବୌଦ୍ଧ : ବାଲେଶ୍ୱର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା ନେଇ ସାରା ରାଜ୍ୟରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ବୌଦ୍ଧ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । କଂଗ୍ରେସର ଛାମୁଆ ନେତାମାନେ ଏହି ବନ୍ଦ ପାଳନରେ ସାମିଲ
Read More...

ତାରିଣୀ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା : ଭାରସାମ୍ୟ ହରାଇ ଓଲଟିଲା କାର୍

ଖଲ୍ଲିକୋଟ : ଘଟଗାଁ ତାରିଣୀ ଦର୍ଶନ ସାରି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍ । ଜଣେ ମୃତ ୧୨ ଆହତ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ବ୍ରହ୍ମପୁର ଆଙ୍କୁଲି
Read More...

କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ : ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ

କେସିଙ୍ଗା : ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ କଂଗ୍ରେସ ତଥା ଅନ୍ୟାନ୍ୟ ରାଜନୈତିକ ଦଳର ଆହ୍ୱାନ କ୍ରମେ ଆଜି ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଦେଖିବାରୁ ମିଳିଛି । କେସିଙ୍ଗା ନଗର ଓ ବ୍ଲକ
Read More...

କଂଗ୍ରେସର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ବାଲେଶ୍ୱର : ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଛନ୍ତି । ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ
Read More...

ଡିଜିଟାଲ ସଶକ୍ତିକରଣର ପ୍ରତୀକ ପାଲଟିଛନ୍ତି ମଞ୍ଜୁଲତା

ନୂଆଦିଲ୍ଲୀ, (ପିଆଇବି) : ଡିଡିଟାଲ ସଶକ୍ତିକରଣ ଦେଶର ସାଧାରଣ ନାଗରିକଙ୍କ ଭାଗ୍ୟରେ କିଭଳି ପରିବର୍ତ୍ତନ ଆଣିଛି ତାହାର ଏକ ଉଦାହରଣ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲାର ଜଣେ ମହିଳା ମଞ୍ଜୁଲତା ଦେବୀ । ୬୦ରୁ ୭୦ ପ୍ରତିଶତ ଜଙ୍ଗଲ ଘେରା ଅଞ୍ଚଳ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଜନ ସେବା କେନ୍ଦ୍ର
Read More...

ଗୁରୁଗ୍ରାମରେ ସାଉଥ୍ ଆମ୍ପଟନ୍‌ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଉଦଘାଟିତ

ଭାରତ-ୟୁକେ ସହଯୋଗର ଶିକ୍ଷା ସ୍ତମ୍ଭକୁ ମଜବୁତ୍କରିବାରେ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ - ଧର୍ମେନ୍ଦ୍ର ପ୍ରଧାନ• ଜାତୀୟ ଶିକ୍ଷା ନୀତି ଅଧୀନରେ ଦେଶରେ ଆନ୍ତର୍ଜାତୀୟକରଣ ଦିଗରେ ଅନ୍ୟତମ ପଦକ୍ଷେପ• କ୍ୟାମ୍ପସରେ ଷ୍ଟେମ୍ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ•
Read More...