Daily Archives

କଳିକେଶଙ୍କୁ ବଡ଼ ଦାୟିତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ପୁଅ ତଥା ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ଅନ୍ତର୍ଜାତୀୟ ସୁଟିଂ ପୋର୍ଟ ମହାସଂଘ (ଆଇଏସ୍ଏସ୍ଏଫ୍)ରେ ବଡ଼ ଦାୟିତ୍ଵ ମିଳିଛି । ଭାରତର ଜାତୀୟ ରାଇଫଲ୍ ସଂଘ (ଏନ୍‌ଆର୍‌ଏଆଇ)ର ସଭାପତି କଳିକେଶ ‘ଆଇଏସ୍ଏସ୍ଏଫ୍‌’ର ଇ-ପୋର୍ଟ, ଇ-ଗେମ୍ସ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରା ଯାଇଥିଲା । ମୂଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ବିଦ୍ଵତ ପରିଷଦର ସଭାପତି ଡ଼ଃ ବାଞ୍ଛାନିଧି
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମହିଳା ସଚେତନତା ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବନବାସୀ ଜନକଲ୍ୟାନ ଆଶ୍ରମ ଓଡ଼ିଶା ଦ୍ଵାରା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ମହିଳା ସଚେତନତା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ପ୍ରବକ୍ତା ଭାବେ ମନୋରମା ମିଶ୍ର, ଓଡ଼ିଶା ପ୍ରାନ୍ତ ମହିଳା
Read More...

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ : ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ଖଲ୍ଲିକୋଟ : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କହ୍ନେଇପୁର ରାହାଣଦେବୀ ଛକରେ ଛୁରା ମାଡ଼ ହୋଇଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ପୂର୍ବ ଗଣ୍ଡଗୋଳକୁ କେନ୍ଦ୍ର କରି ଛୁରାମାଡ଼
Read More...

ସାବିତ୍ରୀବାଇ ଫୁଲେ ଓ ଜ୍ୟୋତିବାରାଓ ଫୁଲେଙ୍କ ପ୍ରତିମୃର୍ତ୍ତି ସ୍ଥାପନର ଭିତ୍ତିପ୍ରସ୍ତର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶା ମହିଳା ସଂଗଠନ ତରଫରୁ ମାତା ସାବିତ୍ରୀବାଇ ଫୁଲେ ଓ ଜ୍ୟୋତିବାରାଓ ଫୁଲେଙ୍କ ପ୍ରତିମୃର୍ତ୍ତି ସ୍ଥାପନ ପାଇଁ ସ୍ଥାନୀୟ ଯାଦବ ଭବନ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପିତ ହୋଇଯାଇଛି । ସଂଗଠନର ସଭାନେତ୍ରୀ ସବିତା ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

କପଶିଲା କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କପଶିଲା କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ କୁକେଡମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କପସିଲା ସିଆରସିସି ସୁଧାଂଶୁ ପୁଟା ତାଲିମ କାର୍ଯ୍ୟକ୍ରମ ପରିଚାଳନା ଓ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଧରୁଆ
Read More...

ପୁତୁଲାତଳେଇ – ନୂଆପଡ଼ା ରାସ୍ତାକୁ ଉନ୍ନତିକରଣ କଲା ବ୍ଲକ ପ୍ରଶାସନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଲଣ୍ଡା ପଞ୍ଚାୟତ ଅଧିନସ୍ଥ ପୁତୁଲାତଳେଇ - ନୂଆପଡ଼ା ରାସ୍ତାକୁ ଉନ୍ନତିକରଣ କଲା ବଙ୍ଗୋମୁଣ୍ଡା ବ୍ଲକ ପ୍ରଶାସନ । ଏହି ରାସ୍ତାରେ ଦୈନିକ ଶହ ଶହ ଲୋକଙ୍କ ସହ
Read More...

ଜୋନାଲ ସ୍ତରୀୟ କରାଟେ ଓ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ସିଆଇଏସ୍‌ସିଇ ଅଧିନସ୍ଥ ଲିଟିଲ୍‌ ଫ୍ଲାୱାର ସ୍କୁଲ ତରଫରୁ ଜୋନାଲ ସ୍ତରୀୟ ସ୍କୁଲ ଗେମ୍‌ ଟାଇକଣ୍ଡୋ ଓ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲା
Read More...

ମଦ୍ୟପ ସ୍ଵାମୀର ଉନ୍ମତ୍ତ କାଣ୍ଡ : ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ

ମୟୂରଭଞ୍ଜ : ମଦ୍ୟପ ସ୍ଵାମୀର ଉନ୍ମତ୍ତ କାଣ୍ଡ । ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ । ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ମଣଦା ଗାଁ ନାଏକ ସାହିରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ନୃଶଂସ ସ୍ଵାମୀକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।
Read More...

ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର : ୬ ମାଓବାଦୀ ନିହତ

ରାୟପୁର : ଛତିଶଗଡର ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ୬ ଜଣ ନକ୍ସଲ ନିହତ ହୋଇଛନ୍ତି । ବସ୍ତର ପୁଲିସ ଆଇଜି ପି. ସୁନ୍ଦରରାଜଙ୍କ ସୂଚନା ଅନୁସାରେ ଜଙ୍ଗଲରେ କିଛି ନକ୍ସଲ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା ।
Read More...