ଫୁଣ୍ଡେଲପଦର ଗ୍ରାମରେ ଲଘୁଚାପ ବର୍ଷାରେ ଭାଙ୍ଗିଲା କଞ୍ଚା ମାଟିଘର :
ସରକାରୀ ସହାୟତା ଯୋଗାଇ ଦେବାକୁ ଦାବୀ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ଫୁଣ୍ଡେଲପଦର ଗ୍ରାମର ଦାମୋଦର ଭୋଇଙ୍କ ପୁଅ କୁବେର ଭୋଇ(୩୫)ଙ୍କ କଞ୍ଚା ମାଟିଘର ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଯାଇଛି । ମୁରିବାହାଲ ବ୍ଲକ ଅଞ୍ଚଳରେ ଝିପି ଝିପି ଲଘୁଚାପ ବର୍ଷା ଲାଗି ରହିଥିବା!-->…
Read More...
Read More...