ଶ୍ରୀ ସ୍ଵପ୍ନେଶ୍ୱର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟି ତରଫରୁ ଛତା ଓ ଜୋତା ବଣ୍ଟନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶ୍ରୀସ୍ଵପ୍ନେଶ୍ୱର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟି ତରଫରୁ ଛାତ୍ରୀମାନଙ୍କୁ ଛତା ଓ ଜୋତା ବଣ୍ଟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମ ପାଇଁ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ!-->…
Read More...
Read More...