Daily Archives

ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବନମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ବନମହୋତ୍ସବ କାର୍ଯ୍ୟକ୍ରମ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ଯୋଜନାର ସଂଯୋଜକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କଲେଜର ଅଧ୍ୟକ୍ଷା
Read More...

ବନ୍ଦ ହେଲାଣି ୨୨ଟି ପ୍ରାଥମିକ ବିଦ୍ୟାଳୟ : ପୁରୁଣା ନିଷ୍ପତ୍ତିର ପରିବର୍ତ୍ତନ କେବେ

ଜୟପାଟଣା, (ଶେଷଦେବ ବେହେରା) : ଗ୍ରାମାଞ୍ଚଳର ବିକାଶ କ୍ଷେତ୍ରରେ ପ୍ରାଥମିକ ଶିକ୍ଷାର ଆବଶ୍ୟକତା ଅପରିହାର୍ଯ୍ୟ ଥିବାବେଳେ କିଛି ଚଞ୍ଚକତା ଓ କିଛି ଆଳ ଦେଖାଇ ବିଦ୍ୟାଳୟ ଗୁଡ଼ିକୁ ବନ୍ଦ କରିଦେବା ଭଳି ସରକାରଙ୍କ କଠୋର ନିଷ୍ପତ୍ତି ସରକାରଙ୍କ ଆଭିମୁଖ୍ୟକୁ ନେଇ ଏବେ ଆଙ୍ଗୁଳି ନିର୍ଦ୍ଦେଶ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ସ୍ୱାସ୍ଥ୍ୟ ପରୀକ୍ଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ଶିଶୁମାନଙ୍କର ଆଜି ସ୍ୱାସ୍ଥ୍ୟ ପରୀକ୍ଷଣ କରାଯାଇଛି । ଏହି ଅବସରରେ ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ଡ଼ଃ ସମୀର ମେହେର ଯୋଗଦେଇ ୨୪୫ ଜଣ ଶିଶୁମାନଙ୍କର ସ୍ୱାସ୍ଥ୍ୟ
Read More...

ବଲାଙ୍ଗିର କରାଟେ ସ୍କୁଲର ସଫଳତା : ସର୍ବମୋଟ ୨୬ ଗୋଟି ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୋଲକତାର ନେତାଜୀ ଇନ୍‌ଡୋର ଷ୍ଟାଡିୟମଠାରେ ୯ତମ ଆନ୍ତର୍ଜାତିକ କରାଟେ ପ୍ରତିଯୋଗିତା ହାଂସି ପ୍ରେମଜିତ ସେନଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଥିଲା । ଏହି ପ୍ରତିଯୋଗିତାରେ ଭାରତ ଦେଶ ସହିତ ଅନ୍ୟ ୮ଟି ଦେଶରୁ ୭୦୦୦ରୁ ଅଧିକ କରାଟେ ଖେଳାଳି ଅଂଶ ଗ୍ରହଣ
Read More...

ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା : ଅନ୍ଧବିଶ୍ୱାସ ଠାରୁ ଦୂର ରହନ୍ତୁ ଚିକିତ୍ସାଳୟ ଯାଇ ଚିକିତ୍ସା…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଲୋକନାଥ ମନ୍ଦିର ମାଁ ମାନସା ଦେବୀ ମନ୍ଦିରରେ ଶ୍ରାବଣ ମାସର ତୃତୀୟ ପାଳିରେ ନାଗ ପଂଚମୀ ପୂଜା ପାଇଁ ମନ୍ଦିରରେ ଭକ୍ତଙ୍କର ସୁଅ ଛୁଟିଥିଲା । ସବୁ ବର୍ଷ ଭଳି ଏ
Read More...

ମହିମୁଣ୍ଡା ଜୁନିୟର କଲେଜରେ ଭାରତ ସରକାରଙ୍କ ପ୍ରମୁଖ ଯୋଜନା ଉପରେ କର୍ମଶାଳା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯୁବ ଭାରତ ଦ୍ୱାରା ଏକ ଦିନିକିଆ କର୍ମଶାଳା ଆୟୋଜନ ମହିମୁଣ୍ଡା ଜୁନିୟର କଲେଜରେ କରାଯାଇଥିଲା । ଯେଉଁ ଥିରେ ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ବିଶେଷ କରି ସ୍କିଲ୍‌ ଇଣ୍ଡିଆ ମିଶନ ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୮୦ରୁ ଅଧିକ
Read More...

ଦକ୍ଷିଣ ରାଉରକେଲାରେ ବିଧାୟକଙ୍କ ସ୍କୁଲ ପରିଦର୍ଶନ : ବିଭିନ୍ନ ସମସ୍ୟା ନେଇ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଦକ୍ଷିଣ ରାଉରକେଲା ଅଞ୍ଚଳରେ ପହଞ୍ଚି ପ୍ରଥମେ ତାରାପୁର ୟୁ ପି ସ୍କୁଲ ପରିଦର୍ଶନରେ ଯାଇଥିଲେ । ସେଠାରେ ପହଞ୍ଚିବା ମାତ୍ରେ ତାଙ୍କୁ ଫୁଲ ତୋଡା ଦେଇ ସ୍ୱାଗତ କରାଯାଇଥିଲା । ତାରାପୁର ସ୍କୁଲରେ ଲାଗି ରହିଥିବା
Read More...

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ଜୟପୁରରେ ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

ଜୟପୁର : ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ
Read More...

ଓରମାସ ତରଫରୁ ମୟୂର ଶିଳ୍ପ ଆଉଟଲେଟ ସମ୍ମୁଖରେ ନିଆରା ରାକ୍ଷୀ ଷ୍ଟଲ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଗକୁ ଆସୁଛି ପାରମ୍ପରିକ ପର୍ବ ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଉତ୍ସବ । ତେଣୁ ରାକ୍ଷୀ ପାଇଁ ଗହଳଚହଳ ହେଲାଣି ବଜ଼ାର । ଜିଲ୍ଲାର ସଦର ମହକୁମା ବାରିପଦାରେ ଭଳିକିଭଳି ରାକ୍ଷୀ ସମ୍ଭାରରେ ସଜେଇହେବାରେ ଲାଗିଛି ବିଭିନ୍ନ ଷ୍ଟଲ । ଏହି ପରିପ୍ରେକ୍ଷୀରେ
Read More...

ପ୍ରଳୟ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କଲା ଡିଆରଡିଓ

ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପ୍ରଳୟ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି । ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଜୁଲାଇ ୨୮ ଏବଂ ୨୯ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷଣ କରାଯାଇଥିଲା ।
Read More...