Daily Archives

ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗଜବନ୍ଧରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ ଅଧ୍ୟକ୍ଷ ତଥା ଅର୍ଥନୀତି ଅଧ୍ୟାପକ ତେଜେଶ୍ୱର ଦାଶ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ : ଉପ ନିର୍ଦ୍ଦେଶକଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ, (ସମ୍ବଲପୁର)ଉପ ନିର୍ଦ୍ଦେଶକ କଲ୍ୟାଣୀ ଦାସ ଆଜି ଦିନିକିଆ ଗସ୍ତରେ ବଲାଙ୍ଗିର ଆସିଥିଲେ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, କନିଷ୍ଠ ରାଜସ୍ଵ ସହାୟକ
Read More...

ତୁରନ୍ତ ଚାଉଳ ଉଠାଉ ଏଫସିଆଇ : ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ନିକଟରେ ବରଗଡ଼ ସାଂସଦଙ୍କ ଦାବି । ଓଡ଼ିଶାରେ ଏଫସିଆଇ ଗୋଦାମରେ ବଢ଼ୁଥିବା ଷ୍ଟକକୁ ନଜରରେ ରଖି ଶୀଘ୍ର ଚାଉଳ ଉଠାଯାଉ । ଏନେଇ ସଂସଦରେ ଦୃଷ୍ଟି ଆକର୍ଷଣ କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ । ଏବେସୁଦ୍ଧା ଖରିଫ ଓ ରବି ଋତୁରେ ୭୩.୫ ଲକ୍ଷ
Read More...

ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ବରଗଡ଼…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁରଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । କେନ୍ଦ୍ରୀୟ ବିଦ୍ୟାଳୟ
Read More...

ଟିଟିଲାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରାଦେଶିକ ଓ କ୍ଷେତ୍ରୀୟ କବାଡି ଓ ଯୋଗାସନ ପ୍ରତିଯୋଗିତା ଉଦ୍‌ଯାପିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ତିନି ଦିବସୀୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି, ଓଡ଼ିଶା ତରଫରୁ ପ୍ରାଦେଶିକ ଏବଂ କ୍ଷେତ୍ରୀୟ କବାଡି ଓ ଯୋଗାସନ ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ସୋମବାର
Read More...

ପରକୀୟା ପ୍ରୀତିକୁ ନେଇ ଯୁବକଙ୍କୁ ପିଟି ପିଟି ହତ୍ୟା

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କୁମ୍ଭିକୋଟା ଗ୍ରାମ ପଞ୍ଚାୟତର ସଦର ମେନ୍‌ରୋଡରେ ପୂଜାରୀ ସାମା ଓ ତାଙ୍କ ୨ ସହୋଯୋଗୀ ମିଶି ପୋଡମରା ଗ୍ରାମର ସଞ୍ଜୟ କାନ୍ଧପାଣିକୁ କୌଣସି କଥାକୁ କେନ୍ଦ୍ର କରି କାଠ ଫାଳିଆରେ ପିଟି ପିଟି ହତ୍ୟା କରିଛନ୍ତି ବୋଲି ଅଭିଯୋଗ କରଯାଇଛି । କାଠ ଫାଳିଆରେ
Read More...

କଂଗ୍ରେସ ଦଳ ପକ୍ଷରୁ ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ସାମ୍ବାଦିକ ସମ୍ମିଳନୀରେ ଅରବିନ୍ଦ ଦାସଙ୍କ କଡ଼ା…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଭାଲେ ଗାଁ ପଞ୍ଚାୟତର ବାଗଡେର ଗ୍ରାମର ନୀଳ ରଣା ନିଜର ଏକ ମାସର ଶିଶୁ କନ୍ୟାକୁ କୋଡ଼ିଏ ହଜାର ଟଙ୍କାରେ ବିକ୍ରି ଘଟଣା ପ୍ରଚାରିତ ହେବା ପରେ ସୋମବାର ଅପରାହ୍ନରେ କଂଗ୍ରେସ ଦଳର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପିସିସି ମିଡ଼ିଆ
Read More...

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି…

ନୂଆଦିଲ୍ଲୀ, (ପିଆଇବି) : ଭାରତ-ଯୁକ୍ତରାଜ୍ୟ (ୟୁକେ) ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ଭାରତୀୟ କୃଷକମାନଙ୍କ ସ୍ୱାର୍ଥର ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେବା ସହିତ ଭାରତୀୟ କୃଷି କ୍ଷେତ୍ରର ଅଭିବୃଦ୍ଧି ଲାଗି ରଣନୈତିକ ସୁଯୋଗ ପ୍ରଦାନ କରିବ । ଭାରତ ପାଇଁ ଏହି ରାଜିନାମା ଏକ ଐତିହାସିକ
Read More...

ଜିଲ୍ଲାସ୍ତରୀୟ ହେପାଟାଇଟିସ ଦିବସ-୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ସମ୍ମିଳନୀ କକ୍ଷରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ହେପାଟାଇଟିସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ବୈଠକରେ ଜିଲ୍ଲା
Read More...

ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ବୃକ୍ଷ ରୋପଣ ଓ ଆଲୋଚନା ଚକ୍ର

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ଟିକରପଡା ସ୍ଥିତ ଏକଲବ୍ୟ ମଡେଲ ସ୍କୁଲ ପରିସରରେ ବୃକ୍ଷ ରୋପଣ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆମେ ମୟୂରଭଞ୍ଜିଆ ସଂଗଠନ ଓ ବାରିପଦା ବନଖଣ୍ଡ ମିଳିତ ସହଯୋଗରେ ଅନୁଷ୍ଠିତ ଏହି
Read More...