ପାଉଁଶ ବୋଝେଇ ଗାଡ଼ି ଧକ୍କାରେ ଜଣେ ଗୁରୁତର
ସମ୍ୱଲପୁର : ପାଉଁଶ ବୋଝେଇ ଗାଡ଼ି ଧକ୍କାରେ ଜଣେ ଗୁରୁତର ହୋଇଥିବା ବେଳେ ଏକ ଗୋରୁର ମୃତ୍ୟୁ ହୋଇଛି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତର ଖାନରେ ଭର୍ତ୍ତି କରାଯାଇଛି । ସମ୍ୱଲପୁର ଜିଲ୍ଲା ରେଢାଖୋଲ ଅଞ୍ଚଳର ପୁରୁଣା ପେଟ୍ରୋଲ ପମ୍ପ ନିକଟ ୫୫ନଂ ଜାତୀୟ!-->…
Read More...
Read More...