Monthly Archives

July 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ମାଳଦ୍ୱୀପ ଗସ୍ତ

ନୂଆଦିଲ୍ଲୀ, (ପିଆଇବି) : ଜୁଲାଇ ୨୫ ଏବଂ ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦ୍ୱୀପ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୦୨୩ରେ ଡକ୍ଟର ମହମ୍ମଦ ମୁଇଜୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ମାଳଦ୍ୱୀପକୁ ପ୍ରଥମ ସରକାରୀ ଗସ୍ତ…
Read More...

ଆୟକର ଦିବସ-୨୦୨୫ : ରାଷ୍ଟ୍ର ନିର୍ମାଣରେ ଆୟକରର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ

ନୂଆଦିଲ୍ଲୀ, (ପିଆଇବି) : ଭାରତର ଆର୍ଥିକ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟକୁ ସ୍ମରଣ କରିବା ପାଇଁ ୨୪ ଜୁଲାଇକୁ ଆୟକର ଦିବସଭାବେ ପାଳନ କରାଯାଏ । ଆୟକର ଦିବସ ହେଉଛି ଏକ ଦୃଢ଼ ଏବଂ ଅନ୍ତର୍ଭୁକ୍ତ କର ବ୍ୟବସ୍ଥା ଗଠନ ପ୍ରତି ଭାରତର ନିରନ୍ତର ପ୍ରତିବଦ୍ଧତା ପ୍ରତି ଏକ ସ୍ୱୀକୃତି ।…
Read More...

ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ ଅଧ୍ୟକ୍ଷତାରେ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ କଲେଜର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀଙ୍କ ସମେତ ଚଳିତ ବର୍ଷ ଯୁକ୍ତ ଦୁଇ…
Read More...

ଗାନ୍ଧର୍ବ କଳା ସମ୍ମାନରେ ସମ୍ମାନିତ ହେଲେ ଛତ୍ରପୁରର କାଠ ପାଦ ନୃତ୍ୟ ଗୁରୁ ସମୀର କୁମାର ବେହେରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କଳାକାର ଦିବସ ଉପଲକ୍ଷେ " ଓଡ଼ିଆ କଳାକାରଙ୍କ ସ୍ୱର " ପକ୍ଷରୁ କଳାକାରମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଭୁବନେଶ୍ଵର ଭଞ୍ଜକଳା ମଣ୍ଡପଠାରେ ବୁଧବାର ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁରର ଅଗ୍ରଣୀ…
Read More...

ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର ମିଳିତ ବିରୋଧୀଦଳ ପକ୍ଷରୁ ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଜଗନ୍ନାଥ ମନ୍ଦିର ନିକଟରେ ରବି ଗୋସ୍ୱାମୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଶାସକ ବିଜେପିର ଓଡ଼ିଆ ଅସ୍ମିତାର…
Read More...

ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାରୀ ଶକ୍ତି ସଂଗଠନ ତରଫରୁ ଗୋଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବଲାଙ୍ଗିରର ବାହ୍ମଣୀପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଦସ୍ୟା ସକିଲା ବାନୋଙ୍କର ନିଜସ୍ୱ କ୍ଷେତ ଜାଗା ରେ ବୃକ୍ଷ ରୋପଣ ହୋଇଥିଲା । ଯେପରି କି ଆଗାମୀ ସମୟରେ ସେହି ବୃକ୍ଷମାନଙ୍କ…
Read More...

ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

ବେନିୟମ ପାର୍କିଂ ଉଚ୍ଛେଦ, ଏନଫର୍ସମେଣ୍ଟ୍ ଉପରେ ଗୁରୁତ୍ଵାରୋପ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ମାଝୀଙ୍କ ଅଧ୍ୟକ୍ଷତାରେ ସଦଭାବନା ଭବନଠାରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସଡ଼କ ଦୁର୍ଘଟଣା ହ୍ରାସ ଓ ସଡ଼କ…
Read More...

ଗନ୍ଧମାର୍ଦ୍ଦନ ପର୍ବତରେ ଫସି ରହିଥିବା ୧୭ଜଣ ପର୍ଯ୍ୟଟକ ଉଦ୍ଧାର

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲା ପାଇକମାଲ ନୃସିଂହନାଥ, ଗନ୍ଧମାର୍ଦ୍ଦନ ପର୍ବତରେ ଥିବା ଭୀମମଣ୍ଡୁଆ, ବାଲକୋ ଖାଦାନ ପାଖରେ ଫସି ରହିଥିବା ୧୭ଜଣ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଉଦ୍ଧାର କରାଯାଇଛି । ଏନେଇ ବରଗଡ଼ ଜିଲ୍ଲାପାଳ ନିଜ କାର୍ୟ୍ୟାଳୟରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସକାଳେ…
Read More...

ପାଣି ଘରରେ ଦାମୋଦରପୁର ସ୍କୁଲ : ହତାରେ ଲହଡି ମାରୁଛି ବର୍ଷା ଜଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ବୁଧବାର ସାମାନ୍ୟ ବର୍ଷାରେ ନାହିଁ ନଥିବା ଅସୁବିଧା ଦେଖିବାକୁ ମିଳିଛି । ସହରର ଡ୍ରେନେଜ ବ୍ୟବସ୍ଥା ଠିକ ନଥିବା ଯୋଗୁଁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ବଡ ବଜାରରେ ବର୍ଷା ଜଳ ଜମି ରହିଥିବା…
Read More...

ଗନ୍ଧମାର୍ଦ୍ଦନ ପର୍ବତରେ ଫସିରହିଥିବା ୧୭ ତୀର୍ଥଯାତ୍ରୀ ୨୧ ଘଣ୍ଟା ପରେ ସୁରକ୍ଷିତ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ନୃସିଂହନାଥ ମନ୍ଦିରକୁ ଛତିଶଗଡ଼ରୁ ଆସିଥିବା ୨୧ ଜଣ ତୀର୍ଥଯାତ୍ରୀ ବୁଧବାର ସକାଳ ୧୦ ଟା ସମୟରେ ନୃସିଂହନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ଏହାପରେ ୧୦ଟା ୩୦ ରେ ୧୭ ଜଣ ଗନ୍ଧମାର୍ଦ୍ଦନ ପାହାଡ…
Read More...