Monthly Archives

July 2025

ଛତୁ ପାଇଁ ହତ୍ୟାକାଣ୍ଡ : ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା

ବରଗଡ, (ମୁନ୍ନା ସାହୁ) : ଛତୁ ପାଇଁ ହତ୍ୟାକାଣ୍ଡ । ଦାଦା, ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦାଦାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପଦ୍ମପୁର ଥାନା ଅନ୍ତର୍ଗତ ପଥୁରୀ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ
Read More...

ପୁଣି ଯୌନ ନିର୍ଯ୍ୟାତନା ଘଟଣା : ଜଗତସିଂହପୁର ଅରୁପାନନ୍ଦ କଲେଜ୍ ଅଧ୍ୟକ୍ଷ ଓ ଅଧ୍ୟାପକ ସସପେଣ୍ଡ

ଜଗତସିଂହପୁର : ବାଲେଶ୍ୱରରୁ ବଳଙ୍ଗା ଉଠୁଛି ପଡୁଛି । ଏତିକି ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି । ଜଗତସିଂହପୁର ସ୍ୱାମୀ ଅରୁପାନନ୍ଦ କଲେଜର ଜଣେ ଅଧ୍ୟାପକଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯ୍ୟାତନା ଅଭିଯୋଗ ଉପରେ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଘଟଣାରେ ଅଧ୍ୟକ୍ଷ ଓ
Read More...

ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ ଯିବା ପାଇଁ କାଦୁଅ ପଚ ପଚ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଥିବା ଜର୍ଜଗଡ଼ ଗ୍ରାମରେ ରହିଛି ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ । ପାଇକମାଲ ଛକରୁ ଏହି କାର୍ଯ୍ୟଳୟକୁ ପଡେ ୨କିମି ରାସ୍ତା । ଅଫିସ ପହଁଚିବା ପୂର୍ବରୁ ପ୍ରାୟ ମାତ୍ର ୧୦୦ ଫୁଟ ରାସ୍ତାରେ ସବୁବେଳେ
Read More...

ବୁଧବାରଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି । ୨୩ରୁ
Read More...

ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଉପରେ ଏସଏଲବିସି ଓଡ଼ିଶା ଏବଂ ପିଆଇବି ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀ

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ଆର୍ଥିକ ସେବା ବିଭାଗ ଦ୍ୱାରା ଦେଶବ୍ୟାପୀ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଭିଯାନ ମାଧ୍ୟମରେ ନାଗରିକଙ୍କୁ ସୁଲଭ ବ୍ୟାଙ୍କ ଏବଂ ଆର୍ଥିକ ସେବା
Read More...

ମୌସୁମୀ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

ମୌସୁମୀ ଅଧିବେଶନ ଦେଶ ପାଇଁ ଏକ ଗୌରବର ମୁହୂର୍ତ୍ତ, ଆମ ସାମୂହିକ ସଫଳତାର ଏକ ପ୍ରକୃତ ଉତ୍ସବ : ପ୍ରଧାନମନ୍ତ୍ରୀବିଶ୍ୱ ଦେଶର ସାମରିକ କ୍ଷମତାର ଶକ୍ତି ଦେଖିଛି ; ଅପରେସନ୍ ସିନ୍ଦୁରରେ, ଭାରତୀୟ ସୈନିକମାନେ୧୦୦ ପ୍ରତିଶତ ସଫଳତା ସହିତ ସେମାନଙ୍କର ଉଦ୍ଦେଶ୍ୟ ହାସଲ କରିଛନ୍ତି, ଆତଙ୍କବାଦର
Read More...

ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ଦ୍ଵାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜୁନିଅର ରେଡକ୍ରସ
Read More...

ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନ ଶୁଳୀ ପଞ୍ଚାୟତର ସାନ କର୍ଲାକୋଟ ଗ୍ରାମର ଚାଷୀ ମୋହନ ହରିଜନ (୪୦) ଙ୍କ ଅପରାହ୍ନରେ ବଜ୍ରପାତ ହେତୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ହରିଜନ ଅପରାହ୍ନରେ କ୍ଷେତକୁ ଯାଇଥିବା ବେଳେ ପ୍ରବଳ ଘଡଘଡି ସହ
Read More...

କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା : ଜିଲ୍ଲାପାଳଙ୍କୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ

ଭୁବନେଶ୍ଵର : କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା । ଯିଏ ବିକ୍ରି କରିବ ତା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ କାଚ ବୋତଲ ଏବଂ ଟିଣ ବୋତଲରେ ପେଟ୍ରୋଲ ବିକ୍ରି କରି ହେବ । ଏ ସଂପର୍କରେ ସୋମବାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି
Read More...

ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଦେବଗିର ପଞ୍ଚମୁଖେଶ୍ୱର ଶୈବପୀଠରେ କାଉଡିଆଙ୍କ ଭିଡ଼

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ଶ୍ରାବଣ ମାସ ଦ୍ୱିତୀୟ ସୋମବାରରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ବହୁ ପ୍ରସିଦ୍ଧ ପୁରାତନ ଶୈବପୀଠ ଦେବଗିର ପଞ୍ଚମୁଖେଶ୍ୱରରେ କାଉଡିଆଙ୍କ ଭିଡ ଜମିଥିବା ଦେଖିବା ମିଳିଛି । ଏହି ଶୈବପୀଠ ସଦରରୁ ମାତ୍ର ଦୁଇ କିଲୋମିଟର ଦୂରରେ ରହିଥିବା
Read More...