Monthly Archives

July 2025

ବଳାତ୍କାର ମାମଲାରେ ଗିରଫ ହେଲେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରା

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୁଲିସ ଗିରଫ କରିଛି । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର
Read More...

ପ୍ରହସନ ପାଲଟିଛି ଜନଶୁଣାଣୀ ଶିବିର : ଅଧିକାରୀ ବିଳମ୍ବରେ ପହଞ୍ଚିବାରୁ ଜନସାଧାରଣ ହନ୍ତସନ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲଠାରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ଏଥିଲାଗି ସକାଳ ୧୦ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ସମୟସୀମା ଧାର୍ଯ୍ୟ କରାଯାଇଥିବା ବେଳେ ୧୨.୩୦ଟାରେ ବିଳମ୍ବରେ ପହଞ୍ଚିଥିଲେ ଜିଲ୍ଲାପାଳ ଓ ଏସ୍‌ପି ।
Read More...

ରାଉରକେଲାରେ ବାଇକ୍ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୭ଜଣଙ୍କୁ ବାନ୍ଧିଲା ପୁଲିସ

ରାଉରକେଲା : ରାଉରକେଲା ସହରରେ ମାତିଛନ୍ତି ବାଇକ୍ ଚୋର । ବିଭିନ୍ନ ଅଞ୍ଚଳରୁ ଗାଡି ଚୋରି କରି ସେଗୁଡ଼ିକୁ ଖଣ୍ଡ ଖଣ୍ଡ କରି ବିକ୍ରି କରୁଥିଲେ । ତେବେ ଏହି ଲୁଟେରା ରାକେଟର ପର୍ଦ୍ଦାଫଶ କରି କରିଛି ପ୍ଲାଣ୍ଟ ସାଇଟ୍ । ସେମାନଙ୍କ ମଧ୍ୟରୁ ୭ଜଣଙ୍କୁ ଗିରଫ କରିଛି ପୁଲିସ । ଅଭିଯୁକ୍ତଙ୍କଠାରୁ
Read More...

ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟଠାରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନୂତନ ଭାବରେ ନାମ ଲେଖା ହୋଇଥିବା ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଜାତୀୟ
Read More...

ନାରୀଙ୍କୁ ନ୍ୟାୟ ଦାବିରେ ଗର୍ଜିଲା ବିଜେଡି

ସମ୍ବଲପୁର : ଛାତ୍ରୀଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ବିଫଳ ହୋଇଛନ୍ତି । ଏଭଳି ଦାବି କରି ସୋମବାର ଅର୍ଥାତ୍ ଆଜି ସମ୍ବଲପୁରରେ ଗର୍ଜିଛି ବିଜୁ ଜନତା ଦଳ । ଉତ୍ତରାଞ୍ଚଳ ରାଜସ୍ୱ କମିସନରଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଆଜି ପୂର୍ବାହ୍ନ ୧୧ଟାରେ ସମ୍ବଲପୁର ସହରର ଜେଲ୍ ଛକ,
Read More...

ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଭିକମପାଲି ଶାଖାରୁ ଡକାୟତି

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲୀ ଥାନା ଅନ୍ତର୍ଗତ ଭିକମପାଲି ଚିଖିଲାପଲି ଛକରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ସୋମବାର ଡକାୟତି ହୋଇଛି । ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରାଇ ଲୁଟ କରିଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । କେତେ ଟଙ୍କା
Read More...

ବାଇକ୍‌କୁ ଧକ୍କା ଦେଲା ସରକାରୀ ବସ : ୩ ଗୁରୁତର

ଅନୁଗୁଳ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ ନିକଟରେ ଏକ ସରକାରୀ ବସ ବାଇକ୍‌କୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ସ୍ୱାମୀ ସ୍ତ୍ରୀଙ୍କ ସମେତ ୩ ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତରମାନେ ହେଲେ ରାଇଝରଣ ସିତିରାସାହିର ବୈଷ୍ଣବ
Read More...

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ
Read More...

ଦୁର୍ଗା ପୂଜା କମିଟି ପୁର୍ନଗଠିତ

ଜୟପାଟଣା, (ଶେଷଦେବ ବେହେରା) : ସାର୍ବଜନୀନ ଦୁର୍ଗା ପୂଜା କମିଟି ଜୟପାଟଣା ଚଳିତ ବର୍ଷ ପାଇଁ ପୁର୍ନଗଠିତ ହୋଇଯାଇଛି । ଗତ ୧୮ ତାରିଖ ଦିନ ସହ ଅନୁଷ୍ଠିତ ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ପଦବୀ ପାଇଁ ସୌଦାମିନୀ ଦ୍ଵିବେଦୀ, ଆଇନଜୀବୀଙ୍କୁ ଦ୍ଵିତୀୟ ଥର ପାଇଁ ମନୋନୀତ କରାଯାଇଥିଲା ।
Read More...

ସୁନାମୁଦୀ ବାପୁଜୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ଆଜି ସ୍ଥାନୀୟ ବାପୁଜୀ ଉଚ୍ଚ ବିଦ୍ୟାଳୟ ସୁନାମୁଦିଠାରେ କନକବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପାଟଣାଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ
Read More...