Monthly Archives

July 2025

ମୁରିବାହାଲରେ ୫ଦିନିଆ ନିଷ୍ଠା ସମତା ଓ ଅନ୍ତର୍ଣିବେଶୀ ଶିକ୍ଷା ତାଲିମ ଶିବିର ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟରେ ଗତ ୧୪ତାରିଖଠାରୁ ୫ଦିନ ଧରି ଚାଲିଥିବା ନିଷ୍ଠା, ସମତା ଓ ଅନ୍ତର୍ଣିବେଶୀ ଶିକ୍ଷା ତାଲିମ ଶିବିର ଶନିବାର ଉଦଯାପିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଶିକ୍ଷା
Read More...

ଆପ୍ ବଲାଙ୍ଗିରର ସଦସ୍ୟମାନେ ବଲାଙ୍ଗିର ଜିଲ୍ଲାପାଳ ଅଫିସ ସମ୍ମୁଖରେ ପ୍ରତିବାଦ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଫକୀର ମୋହନ ବିଶ୍ୱ ବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ ବିଇଡି ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଉପରେ ତାଙ୍କ କଲେଜର ଏଚ୍‌ଓଡିଙ୍କ ଦ୍ୱାରା ମାସ ମାସ ଧରି ହୋଇଥିବା ସେକ୍ସଉଏଲ ହେରଶମେଣ୍ଟ, ଅସଦାଚରଣ, ଦୁର୍ବ୍ୟବହାର ବିଷୟରେ ଅନେକ ଥର ସୌମ୍ୟାଶ୍ରୀ ବିଶି କଲେଜ
Read More...

ଝାରବନ୍ଧ ସାମ୍ବାଦିକ ସଂଘ ଭବନ ପ୍ରତିଷ୍ଠା ବାର୍ଷିକ ଉତ୍ସବ

ଜିଲ୍ଲା ସାମ୍ବାଦିକଙ୍କ ବନ୍ଧୁ ମିଳନ ଓ ବୃକ୍ଷରୋପଣ  ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ସାମ୍ବାଦିକ ଭବନ ପ୍ରତିଷ୍ଠା ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସାମ୍ବାଦିକ ଭବନଠାରେ ଏକ ବନ୍ଧୁ ମିଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା । ସାମ୍ବାଦିକ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ ଧାନଘରା ୟୁପି ସ୍କୁଲଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ କ୍ଲଷ୍ଟର ସ୍ତରୀୟ ବୈଠକ ଧାନଘରା ୟୁପି ସ୍କୁଲଠାରେ ପ୍ରଧାନ ଶିକ୍ଷକ ଦୁତିଆ ସେଠଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ପୂର୍ବ ପ୍ରଧାନ ଶିକ୍ଷୟିତ୍ରୀ ଭକ୍ତ
Read More...

ଛାତ୍ରୀ ସୁରକ୍ଷା ବିଷୟକୁ ନେଇ ପ୍ରଶାସନର ଦ୍ୱାରସ୍ଥ ହେଲା ଏବିଭିପି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଛାତ୍ରୀ ସୁରକ୍ଷା ବିଷୟକୁ ନେଇ ପଦ୍ମପୁର ପ୍ରଶାସନ ପାଖରେ ଦାବିପତ୍ର ପ୍ରଦାନ କରାଯାଇଛି । ବିଗତ ଦିନରେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଭଳି ଗୌରବଶାଳୀ
Read More...

ଲୋକସଭା ସଂସଦଙ୍କୁ ଭେଟିଲା ରେଳ ଉପଭୋକ୍ତା ସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ସାର୍କିଟ ହାଉସଠାରେ ରେଳ ଉପଭୋକ୍ତା ସଂଘ ଲୋକସଭା ସାଂସଦ ସଂଗିତା କୁମାରୀ ସିଂଦେଓ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ଭୁବନେଶ୍ୱରକୁ ପ୍ରତିଦିନ ଯିବା ଆସିବା ହେଲା ପରି ଏକ ସକାଳୁଆ ଟ୍ରେନ ଚଳାଚଳ
Read More...

କଳିକେଶଙ୍କୁ ବଡ଼ ଦାୟିତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ପୁଅ ତଥା ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ଅନ୍ତର୍ଜାତୀୟ ସୁଟିଂ ପୋର୍ଟ ମହାସଂଘ (ଆଇଏସ୍ଏସ୍ଏଫ୍)ରେ ବଡ଼ ଦାୟିତ୍ଵ ମିଳିଛି । ଭାରତର ଜାତୀୟ ରାଇଫଲ୍ ସଂଘ (ଏନ୍‌ଆର୍‌ଏଆଇ)ର ସଭାପତି କଳିକେଶ ‘ଆଇଏସ୍ଏସ୍ଏଫ୍‌’ର ଇ-ପୋର୍ଟ, ଇ-ଗେମ୍ସ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରା ଯାଇଥିଲା । ମୂଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ବିଦ୍ଵତ ପରିଷଦର ସଭାପତି ଡ଼ଃ ବାଞ୍ଛାନିଧି
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମହିଳା ସଚେତନତା ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବନବାସୀ ଜନକଲ୍ୟାନ ଆଶ୍ରମ ଓଡ଼ିଶା ଦ୍ଵାରା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ମହିଳା ସଚେତନତା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ପ୍ରବକ୍ତା ଭାବେ ମନୋରମା ମିଶ୍ର, ଓଡ଼ିଶା ପ୍ରାନ୍ତ ମହିଳା
Read More...

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ : ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ଖଲ୍ଲିକୋଟ : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କହ୍ନେଇପୁର ରାହାଣଦେବୀ ଛକରେ ଛୁରା ମାଡ଼ ହୋଇଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ପୂର୍ବ ଗଣ୍ଡଗୋଳକୁ କେନ୍ଦ୍ର କରି ଛୁରାମାଡ଼
Read More...