Monthly Archives

July 2025

ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର : ଜିଏମ୍ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ

ସମ୍ବଲପୁର : ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ଚେତିଲେ ସରକାର । ସମ୍ବଲପୁର ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟରେ ଆକ୍ସନ । ଛାତ୍ରୀ ନିର୍ଯ୍ୟତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଅଧ୍ୟାପକଙ୍କୁ ବାନ୍ଧିଛି ପୁଲିସ । ସୂଚନା
Read More...

ବଙ୍ଗୋମୁଣ୍ଡା ଅଞ୍ଚଳର ସାହାରା ଜମାକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳର ସାହାରା ଜମାକାରୀମାନେ ସାମ୍ବାଦିକ ସମ୍ମିଳନୀରେ ଜମା ଟଙ୍କା ଶୀଘ୍ର ପ୍ରଦାନ ଦାବି କରିବା ସହ ଆନ୍ଦୋଳନର ଚେତାବନୀ ଦେଇଥିଲେ । ବଙ୍ଗୋମୁଣ୍ଡା ଅଞ୍ଚଳର ଶହ ଶହ ଜମାକାରୀଙ୍କ ଜମା ଟଙ୍କା ବର୍ଷ ବର୍ଷ ପରେ
Read More...

ଜମଲା ଡିଗ୍ରୀ କଲେଜରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଡିଗ୍ରୀ କଲେଜ ଜମଲାରେ ଏକ ଦିବସୀୟ ଆଲୋଚନା ଚକ୍ର ଆଜି ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡକ୍ଟର ସ୍ଵାଧୀନ ଚନ୍ଦ୍ର ପଧାନଙ୍କ ତତ୍ତ୍ଵାବଧାନରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ
Read More...

ପୁଣି ଜଣେ ଛାତ୍ର ଆତ୍ମହତ୍ୟା ଅଭିଯୋଗ : ହଷ୍ଟେଲ୍ ରୁମ୍‌ରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଣପୁର : ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ତମ୍ବି ତୋଫାନ ଚାଲିଥିବା ବେଳେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ । ରାୟଗଡ଼ା ଜିଲ୍ଲା ଗୁଣପୁରର ଏକ ଘରୋଇ ବିଶ୍ଵବିଦ୍ୟାଳୟର ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ହଷ୍ଟେଲ ରୁମ୍‌ରୁ ଛାତ୍ରଙ୍କ ମୃତଦେହ
Read More...

ଓଡିଶା ବନ୍ଦର ପ୍ରଭାବ କେସିଙ୍ଗାରେ ସଫଳ : ଅଖଚକ ସବୁ ବନ୍ଦ

କେସିଙ୍ଗା, (ପ୍ରୀତେଶ ପଟେଲ) : ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ସ୍ଥିତ ପ୍ରାଣୀ ଚିକିତ୍ସାଳୟ ନିକଟରେ କଂଗ୍ରେସ ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ
Read More...

ଜୟପାଟଣାରେ ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ

ଜୟପାଟଣା, (ଶେଷଦେବ ବେହେରା) : ଫକିର ମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ଜାତୀୟ କଂଗ୍ରେସ ଦ୍ଵାରା ବାର ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଜୟପାଟଣା ବ୍ଲକ ବନ୍ଦ ଡାକରା ମଧ୍ୟ ସମ୍ପୂର୍ଣ୍ଣ ସଫଳ ହୋଇଥିବା ଦେଖିବାକୁ ମିଳିଛି । ବଡି ସକାଳୁ ଯାନ ବାହନ ଚଳା
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦ : ନିର୍ମଳ ମୁଣ୍ଡା ନଗର ଶାଖାର
ସାରସ୍ୱତ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ନିର୍ମଳ ମୁଣ୍ଡା ନଗର ଶାଖାର ସାରସ୍ଵତ ସମାରୋହ ଛେଣ୍ଡସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଶାଖାର ସଭାପତି ଅବସରପ୍ରାପ୍ତ ପ୍ରାଧ୍ୟାପକ ଗିରିଜା ଶଙ୍କର ଗୋସ୍ୱାମୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ
Read More...

ସୌମ୍ୟାଶ୍ରୀଙ୍କ ନ୍ୟାୟ ଦାବିରେ ଏଆଇଡିଏସଓ ପକ୍ଷରୁ ସାରା ଓଡିଶା ଛାତ୍ର ଧର୍ମଘଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଦୁଃଖଦ ମୃତ୍ୟୁ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ତଥା ଛାତ୍ରୀଙ୍କ ଅଭିଯୋଗ ସତ୍ୱେ କୌଣସି ପଦକ୍ଷେପ ନେଇନଥିବା ବ୍ୟକ୍ତିମାନଙ୍କୁ ଦୃଷ୍ଟାନ୍ତମୂଳକ ଶାସ୍ତି ପ୍ରଦାନ କରିବା, ଶିକ୍ଷାଅନୁଷ୍ଠାନ ସମେତ
Read More...

ବୈପାରିଗୁଡାରେ ଓଡିଶା ବନ୍ଦର ପ୍ରଭାବ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବାଲେଶ୍ୱର ଫକୀର ମୋହନ କଲେଜର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଯାହାର ପ୍ରଭାବ ସିଧାସଳଖ ବୈପାରିଗୁଡା ବ୍ଲକରେ ଦେଖିବାକୁ ମିଳିଛି । ସକାଳ ୬ଟାରୁ କଂଗ୍ରେସ କର୍ମୀମାନେ ବ୍ଲକର ବିଭିନ୍ନ
Read More...

ଟିଟିଲାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ କଂଗ୍ରେସ କମିଟି ପକ୍ଷରୁ ନ୍ୟାୟ ପାଇଁ ୧୨ ଘଣ୍ଟିଆ ବନ୍ଦ ଡାକରା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା କଂଗ୍ରେସ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୁଲାଇ ୧୭ ତାରିଖ ଗୁରୁବାର ଦିନ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ କଂଗ୍ରେସର ବିଧାୟକ ପ୍ରାର୍ଥୀ ବିରେନ୍ଦ୍ର ବାଗଙ୍କ ସଭାପତିତ୍ୱରେ
Read More...