ନ୍ୟାସନାଲ ଡ଼କ୍ଟରସ ଡେ ପାଳନ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ପିଆରଏମ ମେଡିକାଲ କଲେଜ ପ୍ରାଙ୍ଗଣରେ ଜାତୀୟ ଡକ୍ଟର ଦିବସ ପାଳନ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ପିଆରଏମ କଲେଜ ପରିସରରେ ଆଇ ଏମଏ ମୟୂରଭଞ୍ଜ ଏବଂ ପିଆରଏମ ଛାତ୍ରସଂଘର ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ!-->…
Read More...
Read More...