ଗୋଟିଏ ଶ୍ରେଣୀ ଗୃହରେ ଚାଳିଛି ୬ଟି ଶ୍ରେଣୀର ପାଠପଢ଼ା
ପାଟଣାଗଡ : ପାଟଣାଗଡ଼ ବ୍ଲକ ଦାବକାନୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଶ୍ରେଣୀ ଗୃହରେ ୬ଟି ଶ୍ରେଣୀର ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । ଏନେଇ ସ୍କୁଲ ପରିଚାଳନା କମିଟି ଓ ଅଭିଭାବକମାନେ ବାରମ୍ବାର ଶିକ୍ଷା ବିଭାଗ ଓ ବ୍ଲକ ପ୍ରଶାସନଙ୍କ ଦୃଷ୍ଟି ଆକର୍ଷଣ କରି ନିରାଶ ହୋଇଥିବା ନେଇ!-->…
Read More...
Read More...