ମହିମୁଣ୍ଡା ଜୁନିୟର କଲେଜରେ ଭାରତ ସରକାରଙ୍କ ପ୍ରମୁଖ ଯୋଜନା ଉପରେ କର୍ମଶାଳା ଅନୁଷ୍ଠିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯୁବ ଭାରତ ଦ୍ୱାରା ଏକ ଦିନିକିଆ କର୍ମଶାଳା ଆୟୋଜନ ମହିମୁଣ୍ଡା ଜୁନିୟର କଲେଜରେ କରାଯାଇଥିଲା । ଯେଉଁ ଥିରେ ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ବିଶେଷ କରି ସ୍କିଲ୍ ଇଣ୍ଡିଆ ମିଶନ ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୮୦ରୁ ଅଧିକ!-->…
Read More...
Read More...