Monthly Archives

July 2025

ମହିମୁଣ୍ଡା ଜୁନିୟର କଲେଜରେ ଭାରତ ସରକାରଙ୍କ ପ୍ରମୁଖ ଯୋଜନା ଉପରେ କର୍ମଶାଳା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯୁବ ଭାରତ ଦ୍ୱାରା ଏକ ଦିନିକିଆ କର୍ମଶାଳା ଆୟୋଜନ ମହିମୁଣ୍ଡା ଜୁନିୟର କଲେଜରେ କରାଯାଇଥିଲା । ଯେଉଁ ଥିରେ ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ବିଶେଷ କରି ସ୍କିଲ୍‌ ଇଣ୍ଡିଆ ମିଶନ ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୮୦ରୁ ଅଧିକ…
Read More...

ଦକ୍ଷିଣ ରାଉରକେଲାରେ ବିଧାୟକଙ୍କ ସ୍କୁଲ ପରିଦର୍ଶନ : ବିଭିନ୍ନ ସମସ୍ୟା ନେଇ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଦକ୍ଷିଣ ରାଉରକେଲା ଅଞ୍ଚଳରେ ପହଞ୍ଚି ପ୍ରଥମେ ତାରାପୁର ୟୁ ପି ସ୍କୁଲ ପରିଦର୍ଶନରେ ଯାଇଥିଲେ । ସେଠାରେ ପହଞ୍ଚିବା ମାତ୍ରେ ତାଙ୍କୁ ଫୁଲ ତୋଡା ଦେଇ ସ୍ୱାଗତ କରାଯାଇଥିଲା । ତାରାପୁର ସ୍କୁଲରେ ଲାଗି ରହିଥିବା…
Read More...

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ଜୟପୁରରେ ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

ଜୟପୁର : ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ…
Read More...

ଓରମାସ ତରଫରୁ ମୟୂର ଶିଳ୍ପ ଆଉଟଲେଟ ସମ୍ମୁଖରେ ନିଆରା ରାକ୍ଷୀ ଷ୍ଟଲ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଗକୁ ଆସୁଛି ପାରମ୍ପରିକ ପର୍ବ ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଉତ୍ସବ । ତେଣୁ ରାକ୍ଷୀ ପାଇଁ ଗହଳଚହଳ ହେଲାଣି ବଜ଼ାର । ଜିଲ୍ଲାର ସଦର ମହକୁମା ବାରିପଦାରେ ଭଳିକିଭଳି ରାକ୍ଷୀ ସମ୍ଭାରରେ ସଜେଇହେବାରେ ଲାଗିଛି ବିଭିନ୍ନ ଷ୍ଟଲ । ଏହି ପରିପ୍ରେକ୍ଷୀରେ…
Read More...

ପ୍ରଳୟ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କଲା ଡିଆରଡିଓ

ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପ୍ରଳୟ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି । ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଜୁଲାଇ ୨୮ ଏବଂ ୨୯ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷଣ କରାଯାଇଥିଲା ।…
Read More...

ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗଜବନ୍ଧରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ ଅଧ୍ୟକ୍ଷ ତଥା ଅର୍ଥନୀତି ଅଧ୍ୟାପକ ତେଜେଶ୍ୱର ଦାଶ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ : ଉପ ନିର୍ଦ୍ଦେଶକଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ, (ସମ୍ବଲପୁର)ଉପ ନିର୍ଦ୍ଦେଶକ କଲ୍ୟାଣୀ ଦାସ ଆଜି ଦିନିକିଆ ଗସ୍ତରେ ବଲାଙ୍ଗିର ଆସିଥିଲେ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, କନିଷ୍ଠ ରାଜସ୍ଵ ସହାୟକ…
Read More...

ତୁରନ୍ତ ଚାଉଳ ଉଠାଉ ଏଫସିଆଇ : ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ନିକଟରେ ବରଗଡ଼ ସାଂସଦଙ୍କ ଦାବି । ଓଡ଼ିଶାରେ ଏଫସିଆଇ ଗୋଦାମରେ ବଢ଼ୁଥିବା ଷ୍ଟକକୁ ନଜରରେ ରଖି ଶୀଘ୍ର ଚାଉଳ ଉଠାଯାଉ । ଏନେଇ ସଂସଦରେ ଦୃଷ୍ଟି ଆକର୍ଷଣ କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ । ଏବେସୁଦ୍ଧା ଖରିଫ ଓ ରବି ଋତୁରେ ୭୩.୫ ଲକ୍ଷ…
Read More...

ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ବରଗଡ଼…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁରଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । କେନ୍ଦ୍ରୀୟ ବିଦ୍ୟାଳୟ…
Read More...

ଟିଟିଲାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରାଦେଶିକ ଓ କ୍ଷେତ୍ରୀୟ କବାଡି ଓ ଯୋଗାସନ ପ୍ରତିଯୋଗିତା ଉଦ୍‌ଯାପିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ତିନି ଦିବସୀୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି, ଓଡ଼ିଶା ତରଫରୁ ପ୍ରାଦେଶିକ ଏବଂ କ୍ଷେତ୍ରୀୟ କବାଡି ଓ ଯୋଗାସନ ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ସୋମବାର…
Read More...