Monthly Archives

July 2025

ଅନ୍ୟାୟ ବିରୁଦ୍ଧରେ ଦେଶବ୍ୟାପୀ ଭାରତ ବନ୍ଦ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବାରିପଦାଠାରେ ରାଷ୍ଟ୍ରୀୟ ନେତୃତ୍ୱ ୱାମନ ମେଶ୍ରାମ ସାହେବଙ୍କ ଆହ୍ୱାନ କ୍ରମେ ଧାରା ୧୯ (୧) ଅନ୍ତର୍ଗତ ପ୍ରଦତ୍ତ ଅଧିକାର ଅନୁଯାୟୀ ଭାରତୀୟ ଗଣତନ୍ତ୍ର, ସମ୍ବିଧାନ ଏବଂ ମୂଳନିବାସୀ ବହୁଜନ ସମାଜର ସମ୍ବିଧାନିକ ମୌଳିକ
Read More...

ସାରସମାଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ବ୍ୟାଗ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସାରସମାଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ସ୍କୁଲ ବ୍ୟାଗ ବଣ୍ଟନ କରାଯାଇଛି । ଏଠାରେ ଉଲ୍ଲେଖ ଯୋଗ୍ୟଯେ ସାରସମାଲ୍ ଗ୍ରାମର ଜଣେ ଯୁବକ ବୁଲୁ ମଲିକ ଗତ ଫେବୃଆରୀ ମାସରେ ପଞ୍ଚାୟତ
Read More...

ଜାତୀୟ କ୍ରୀଡ଼ା ନୀତି ୨୦୨୫କୁ କ୍ୟାବିନେଟ ମଞ୍ଜୁରି ଦେଶର ସାମଗ୍ରିକ ବିକାଶ ପାଇଁ କ୍ରୀଡ଼ାର ଶକ୍ତିକୁ ଉପଯୋଗ କରିବାର…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଜାତୀୟ କ୍ରୀଡ଼ା ନୀତି (ଏନଏସପି)୨୦୨୫କୁ ଅନୁମୋଦନ କରାଯାଇଛି । ଦେଶର କ୍ରୀଡ଼ା ପରିଦୃଶ୍ୟରେ ବ୍ୟାପକ ପରିବର୍ତ୍ତନ ଆଣିବା ଏବଂ କ୍ରୀଡ଼ା ମାଧ୍ୟମରେ ନାଗରିକଙ୍କ ସଶକ୍ତୀକରଣ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଆଜି ୮ ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ସିସିଏଫ୍‌ଏ ବଲାଙ୍ଗିର ୧୧-୦ ଗୋଲରେ ସରକାରୀ ଆଇଟିଆଇ ଦଳକୁ ହରାଇଛି । ଅତିଥି ଭାବେ କ୍ରୀଡା ସଂସଦର କାଉନସିଲ ସଭ୍ୟ ପ୍ରଭାତ
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବସନ୍ତ ମନହୀରାଙ୍କ ସଭାପତିତ୍ରରେ ସୋମବାର ଦିନ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଗ୍ରନ୍ଥାଗାର ପରିଚାଳକ ବସୁଦେବ ମେହେରଙ୍କ ଅବସରଗ୍ରହଣ ଏବଂ ଇଂରାଜୀ
Read More...

ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗମ୍ଭାରୀପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦଳ ବିଶିଙ୍କ ସଭାପତିତ୍ୱରେ
Read More...

ନିଯୁକ୍ତି ଭିତ୍ତିକ ପ୍ରୋତ୍ସାହନ (ଇଏଲଆଇ) ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ

• ସବୁ କ୍ଷେତ୍ରରେ ଚାକିରି ସୃଷ୍ଟି, ନିଯୁକ୍ତି ଯୋଗ୍ୟତା ଓ ସାମାଜିକ ସୁରକ୍ଷା ବଢ଼ାଇବ ଏହି ଯୋଜନା• ଉତ୍ପାଦନ କ୍ଷେତ୍ର ଉପରେ ଧ୍ୟାନ ଏବଂ ପ୍ରଥମ ଥର କାମ କରୁଥିବା ଲୋକଙ୍କୁ ପ୍ରୋତ୍ସାହନ• ଦୁଇଟି କିସ୍ତିରେ ୧୫,୦୦୦ ଟଙ୍କା ପର୍ଯ୍ୟନ୍ତ ଏକ ମାସର ମଜୁରୀ ପାଇବେ ପ୍ରଥମ ଥର କାମ କରୁଥିବା ଲୋକ•
Read More...

ବଲାଙ୍ଗିର ଫ୍ରେଣ୍ଡସ୍ ଗୃପ କରୁଛନ୍ତି ଅନନ୍ୟ ସାମାଜିକ ସେବା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯେଉଁଠି ଆଜିର ଯୁବପିଢ଼ି ଘୂରା-ଘୂରି, ମନୋରଞ୍ଜନ ଓ ଅନାବଶ୍ୟକ କାର୍ଯ୍ୟରେ ସମୟ ନଷ୍ଟ କରୁଛି, ସେଠି ବଲାଙ୍ଗିର ଫ୍ରେଣ୍ଡସ୍ ଗୃପ ସହଯୋଗ ଫାଉଣ୍ଡେସନ୍ ସହଯୋଗରେ ଏକ ଦୃଷ୍ଟନୀୟ ଓ ଅନୁକରଣୀୟ ସାମାଜିକ ଦାୟିତ୍ୱର ଅଭିଯାନ ଚାଲାଉଛନ୍ତି । ପ୍ରତି ମାସର ଶେଷ
Read More...

ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ଶିକ୍ଷୟିତ୍ରୀ ତପସ୍ଵିନୀ ମିଶ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଚିକିନିବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର
Read More...

ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନାଠାରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରକୃତିବନ୍ଧୁ ଲିଙ୍ଗରାଜ ପ୍ରଧାନ, ଡେପୁଟୀ
Read More...