Daily Archives

ପ୍ରଧାନମନ୍ତ୍ରୀ କିଶାନ ସମ୍ମାନନିଧିର ସିଧା ପ୍ରସାରଣ ଅନୁଷ୍ଠିତ : ପିଏମ୍ କିଶାନର ୨୦ତମ କିସ୍ତି ରାଶି ଚାଷୀଙ୍କୁ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସଂସ୍କୃତି ଭବନଠାରେ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ଓ କୃଷକ ଶସକ୍ତିକରଣ ବିଭାଗ, ସୁନ୍ଦରଗଡର ମିଳିତ ସହଯୋଗରେ ପ୍ରଧାନମନ୍ତ୍ରୀ କିଶାନ ସମ୍ମାନନିଧିର ୨୦ ତମ କିସ୍ତି ବିତରଣ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଅନୁଷ୍ଠିତ ହୋଇଥିଲା । ଉତ୍ତର ପ୍ରଦେଶରର
Read More...

ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଭାଗିରଥି ମହାପାତ୍ରଙ୍କ ୫୦ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପ୍ରାତଃ ସମୟରେ କଟକର ମହାନଦୀ ଗଡଗଡିଆ ଘାଟଠାରେ ସରଳା ଦେବୀ ଭାଗିରଥି ମହାପାତ୍ର ଟ୍ରଷ୍ଟ ତରଫରୁ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ଉତ୍କଳ ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ସାଧାରଣ ସମ୍ପାଦକ, କଟକ ମ୍ୟୁନିସିପାଲଟିର ପ୍ରଥମ ନିର୍ବାଚିତ ଅଧ୍ୟକ୍ଷ ତଥା
Read More...

ରାଧେଶ୍ୟାମ ଫାଉଣ୍ଡେସନ ଟ୍ରଷ୍ଟର ଚତୁର୍ଥ ବାର୍ଷିକ ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟର ଚତୁର୍ଥ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ରିକାପଲ୍ଲୀ କଲ୍ୟାଣ ମଣ୍ଡପ ପରିସରରେ ସମାହିତ ହୋଇଯାଇଛି । ଟ୍ରଷ୍ଟର ସଭାପତି ତଥା ଛତ୍ରପୁର
Read More...

ମାତୃ ନିକେତନରେ ବିକାଶ ହସ୍ପିଟାଲର ଡାକ୍ତରମାନଙ୍କ ସ୍ଵେଚ୍ଛାକୃତ ଚିକିତ୍ସା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ନୃସିଂହନାଥ ରାସ୍ତାରେ ଥିବା ସ୍ଵାଧୀନତା ସଂଗ୍ରାମୀ ବଡ଼ ମା ପାର୍ବତୀ ଗିରିଙ୍କ ପ୍ରତିଷ୍ଠିତ "କସ୍ତୁରବା ଗାନ୍ଧୀ ମାତୃ ନିକେତନ"ରେ ଶନିବାର ବରଗଡ଼ ବିକାଶ ହସ୍ପିଟାଲର ଦୁଇ ଜଣ ଡାକ୍ତରମାନେ ସ୍ଵେଚ୍ଛାକୃତ
Read More...

ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୨୫/୨୬ଶିକ୍ଷା ବର୍ଷ ପାଇଁ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ୧୬୪ଜଣ ଛାତ୍ରଛାତ୍ରୀ ନିଜ ନିଜର ପ୍ରକଳ୍ପ ମାନ ପ୍ରଦର୍ଶନ କରିଥିଲେ । ଉଦଘାଟନୀ ସମାରୋହରେ ଅନୁଷ୍ଠାନର
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ

ତୁଷୁରା, (ଖୁସିରାନୀ ସାହୁ) : ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍‌.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ
Read More...

ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲଙ୍କ ୮ମ ଶ୍ରାଦ୍ଧଦିବସ

ଓଡିଶାର ସାହିତ୍ୟ, ସଂସ୍କୃତି ଓ ଐତିହାସିକ ଗବେଷଣାରେ ସଦାନନ୍ଦ ଅଗ୍ରୱାଲଙ୍କ ଯଥେଷ୍ଟ ଅବଦାନ ରହିଛି : ଜିଲ୍ଲାପାଳ ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ସାହିତ୍ୟ, ସଂସ୍କୃତି ଓ ଐତିହାସିକ ଗବେଷଣାରେ ସ୍ୱର୍ଗତ ଡ. ସଦାନନ୍ଦ ଅଗ୍ରୱାଲଙ୍କ ଯଥେଷ୍ଟ ଅବଦାନ ରହିଛି । ତାଙ୍କର ଗବେଷଣା
Read More...

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନାର ୨୦ତମ କିସ୍ତି ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୦ତମ କିସ୍ତି ବଣ୍ଟନ ନିମନ୍ତେ ଗଞ୍ଜାମ ଜିଲ୍ଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି ।
Read More...

ଶ୍ରଦ୍ଧାରେ ବିଶ୍ଵ ସ୍ତନ୍ୟପାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରଦ୍ଧା ଆନୁକୁଲ୍ୟରେ ବିଶ୍ଵ ସ୍ତନ୍ୟପାନ ଦିବସ କାର୍ଯ୍ୟକାରୀ ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ଅଧ୍ୟକ୍ଷତା ଓ ସଂଯୋଜନାରେ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆଇ. ଜି.ଏଚ.ର ପ୍ରାକ୍ତନ ଉପ ନିର୍ଦ୍ଦେଶକ ତଥା ବିଶିଷ୍ଟ ଶିଶୁ ବିଶେଷଜ୍ଞ ଡା
Read More...

ଭାରତୀୟ ଶିକ୍ଷଣ ମଣ୍ଡଳର ନୂତନ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାରଠାରେ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଭାରତୀୟ ଶିକ୍ଷଣ ମଣ୍ଡଳ, ବଲାଙ୍ଗିର ମଣ୍ଡଳର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ପ୍ରାରମ୍ଭରୁ ଭାରତ ମାତା ଏବଂ ମାଁ ସରସ୍ୱତୀ ଫଟୋ ଚିତ୍ରରେ
Read More...