କୁଲୁତା ସମାଜ ପକ୍ଷରୁ ବଲାଙ୍ଗିରରେ ବୃକ୍ଷରୋପଣ
ବଲାଙ୍ଗିର, (ଦେବାଶିଷ ମିଶ୍ର) : କୁଲୁତା ସମାଜ ବଲାଙ୍ଗିର ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜର ସଭାପତି ଶଙ୍କର୍ଷଣ ପଧାନ ଓ ସଂପାଦକ ଶାନ୍ତନୁ କୁମାର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ବୃକ୍ଷରୋପଣ କର୍ଯ୍ୟକ୍ରମ ରାମଚଣ୍ଡି ସେବା ସଦନ!-->…
Read More...
Read More...