ବସୁଧୈବ କୁଟୁମ୍ବକମର ବୃକ୍ଷରୋପଣ କାର୍ଯ୍ୟକ୍ରମ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ବାସନ୍ତି କଲୋନୀ ସ୍ଥିତ ସରକାରୀ ହାଇସ୍କୁଲ ଠାରେ ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ!-->…
Read More...
Read More...