Daily Archives

ବଡଟୀକା ପଂଚାୟତ ଅଫିସରେ ତାଲା ପକାଇଲେ ୱାର୍ଡ ସଭ୍ୟସଭ୍ୟା

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ବଡଟୀକା ପଂଚାୟତର ସରପଂଚ ଉଦୟନାଥ ନାଏକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ଅନେକ ଥର ଜିଲ୍ଲା ପ୍ରଶାସନ ନିକଟରେ ଲିଖିତ ଅଭିେଯାଗ ସତ୍ୱେ କୌଣସି ସୁଫଳ ନମିଳିବାରୁ ସମସ୍ତ ୱାର୍ଡ ସଭ୍ୟସଭ୍ୟାମାନେ ପଂଚାୟତ
Read More...

ମୁରିବାହାଲରେ ୫ଦିନିଆ ନିଷ୍ଠା, ସମତା ଓ ଅନ୍ତଃର୍ନିବେଶୀ ତାଲିମ ଶିବିର ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଗତ ୩୧ତାରିଖ ଠାରୁ ଚାଲିଥିବା ତୃତୀୟ ପର୍ଯ୍ୟାୟ ୫ଦିନିଆ ନିଷ୍ଠା, ସମତା ଓ ଅନ୍ତଃର୍ନିବେଶୀ ଶିକ୍ଷା ତାଲିମ ଶିବିର ବୁଧବାର ଉଦଯାପିତ ହୋଇଯାଇଛି । ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ
Read More...

ସମ୍ବଲପୁର ନାନ୍ଦେଡ ଟ୍ରେନ ପ୍ରତିଦିନ ଚଳାଚଳ ପାଇଁ ଓସାକା ହାଇଦ୍ରାବାଦର ରେଲ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଓସାକା ହାଇଦ୍ରାବାଦ ତରଫରୁ ମାନ୍ୟବର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ସମ୍ବଲପୁର ନାନ୍ଦେଡ ନାଗାୱାଲୀ ଏକ୍ସପ୍ରେସ ଟ୍ରେନ ଦୈନନ୍ଦିନ ଚାଳିବା ପାଇଁ ଅନୁରୋଧ ପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ
Read More...

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

● କର୍ତ୍ତବ୍ୟ ଭବନ ଜନସେବା ପ୍ରତି ଆମର ଅତୁଟ ସଂକଳ୍ପକୁ ପ୍ରତିଫଳିତ କରେ: ପ୍ରଧାନମନ୍ତ୍ରୀ● ଭବନ ପରିସରରେ ଚାରା ରୋପଣ ମଧ୍ୟ କଲେ ପ୍ରଧାନମନ୍ତ୍ରୀ; ପରିବେଶ ଅନୁକୂଳ ନିର୍ମାଣ ଉପରେ କଲେ ଆଲୋକପାତ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ତ୍ତବ୍ୟ ଭବନକୁ
Read More...

ଚର୍ଚ୍ଚାରେ ବଲାଙ୍ଗିର ମାଟିର ଝିଅ ରିତିକା ଦାସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ବେଶ ଚର୍ଚ୍ଚାରେ ବଲାଙ୍ଗିର ମାଟିର ଜଣେ ଝିଅ । କାରଣ ଆପଣମାନେ ରାକ୍ଷୀ ବିଭିନ୍ନ ପ୍ରକାରର ଦେଖିଥିବେ କିନ୍ତୁ କେବେ ସମ୍ବଲପୁରୀ ରାକ୍ଷୀ ଦେଖିନଥିବେ । ଅପାଣମାନେ ସମସ୍ତେ ଜାଣିଥିବେ ଯେ, ଆସନ୍ତା ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ରହିଛି । ଆଉ ଏହି
Read More...

ନୂଆପଡାରେ ୧୧ତମ କୃଷି ଗଣନା ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ନୂଆପଡା, (ସନ୍ତୋଷ କୁମାର ପଟ୍ଟନାୟକ) : ନୂଆପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ୧୧ ତମ କୃଷି ଗଣନା ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର
Read More...

ଶିକ୍ଷକ ସଂଘ ପକ୍ଷରୁ ପେନସନ ଦାବୀରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକର ନୂତନ ପେନସନ ଯୋଜନାଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସରକାରଙ୍କ ଉଦ୍ଧେଶ୍ୟରେ ତିନିଦଫା ଏକ ସମ୍ବଳିତ ଦାବିପତ୍ର ସ୍ଥାନୀୟ ବ୍ଲକ ଶିକ୍ଷାଅଧିକାରୀ ଲୋକନାଥ ଭୋଇଙ୍କ ଜରିଆରେ ପ୍ରଦାନ କରିଥିଲେ । ଦାବୀ
Read More...

ବ୍ଲକ ସ୍ତରୀୟ “ଓଷ୍ଟା” ଶିକ୍ଷକ ସଙ୍ଗଠନର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବ୍ଲକ ସ୍ତରୀୟ "ଓଷ୍ଟା " ଶିକ୍ଷକ ସଙ୍ଗଠନର ଏକ ଗୁରୁତ୍ଵ ପୂର୍ଣ୍ଣ ବୈଠକ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମଲଠାରେ ସଙ୍ଘର ଉପ- ସଭାପତି ସୁଶାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ଜୀବର୍ଦ୍ଧନ ବିଶି ସଭାର
Read More...

କାର୍ମେଲ ସ୍କୁଲର ଆଞ୍ଚଳିକ ଦ୍ୱିଦିବସୀୟ କ୍ରିଡା ପ୍ରତିଯୋଗିତା ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : କାର୍ମେଲ ସ୍କୁଲ, ଜଲଦା ପ୍ରାୟୋଜିତ ସିଆଇଏସସିଇ ଦ୍ୱାରା ପରିଚାଳିତ ଦ୍ୱିଦିବସୀୟ ଆଞ୍ଚଳିକ କ୍ରୀଡା ପ୍ରତିଯୋଗିତା ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମଠାରେ ଆରମ୍ଭ ହୋଇଛି । ସ୍କୁଲର ଅଧ୍ୟକ୍ଷା ସିଷ୍ଟର ଜୟସିଲିଆ ଏସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ରୀଡା
Read More...

ସ୍ତ୍ରୀ ସମ୍ମୁଖରେ ଚାଲିଗଲା ସ୍ୱାମୀଙ୍କ ଜୀବନ : ତଲେ ପଡିଯାଇ ଉଡ଼ିଗଲା ସ୍ୱାମୀଙ୍କ ପ୍ରାଣବାୟୁ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ମୃତ୍ୟୁ ବି ଏମିତି ଆସେ । ତଳେ ପଡି ଚାଲିଗଲା ପ୍ରାଣବାୟୁ । ସ୍ତ୍ରୀ ସମ୍ମୁଖରେ ଚାଲିଗଲା ସ୍ୱାମୀଙ୍କ ଜୀବନ । ନିଜ ସ୍ତ୍ରୀ, ଝିଅ ସହ ଟଙ୍କା ଉଠାଣ ପାଇଁ ଗ୍ରାହକ ସେବା କେନ୍ଦ୍ରକୁ ଆସିଥିବା ସ୍ୱାମୀଙ୍କ ଜୀବନ ଚାଲିଯିବା ଭଳି ଏକ ଅଭାବନୀୟ ଘଟଣା
Read More...