Daily Archives

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କବିବରଙ୍କର ସ୍ମୃତି ଚରଣ ପାଇଁ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ
Read More...