Daily Archives

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ଅଗଷ୍ଟ ରାଉଣ୍ଡ -୨୦୨୫ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ, ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ଅଗଷ୍ଟ ରାଉଣ୍ଡ -୨୦୨୫ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ପବିତ୍ର ବେହେରା ଓ ସମ୍ମାନିତ
Read More...

ଏଚ.ଆଇ.ଭି./ ଏଡ୍‌ସ ଓ ଯୌନ ସଂକ୍ରମଣ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତୀୟ ଯୁବ ଦିବସ ଅବସରରେ, ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ଏଚ୍.ଆଇ.ଭି. / ଏଡ୍‌ସ ଓ ଯୌନ ସଂକ୍ରମଣ ଜନିତ ରୋଗ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ସରକାର ବାଳିକା ମହାବିଦ୍ୟାଳୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଶୁଭ
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ଡି ବ୍ଲକର ବୃକ୍ଷରୋପଣ ଓ ପାର୍କ ଉନ୍ନୟନ ସଂଘ ପକ୍ଷରୁ ବନମହୋତ୍ସବ କାର୍ଯ୍ୟକ୍ରମ ଅନ୍ତର୍ଗତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଡି ବ୍ଲକ ସ୍ଥିତ ବରିଷ୍ଠ ନାଗରିକ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଜୟଶ୍ରୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତା ଓ
Read More...

ଡୁଡୁକିଝରିଆ ଜଙ୍ଗଲରୁ ଝୁଲନ୍ତା ଶବ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଡୁଡ଼କିଝୁରିଆ ଗ୍ରାମ ନିକଟସ୍ଥ ଜଙ୍ଗଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପାଇକମାଳ ପୋଲିସ । ତେବେ ମୃତ ଯୁବକ ସେହି ଗ୍ରାମର ଚନ୍ଦ୍ରଶେଖର ଭୋଇ ବୋଲି ଜଣା ପଡ଼ିଥିବା ବେଲେ, ଗତ କିଛି ଦିନ ହେଲା ତାଙ୍କର
Read More...

ସଫଳ ହେଉଛି ଆସ ସ୍କୁଲ ଯିବା ଅଭିଯାନ

ସିଆରସିସିଙ୍କ ପ୍ରୟାସରେ ମୁଖ୍ୟ ସ୍ରୋତରେ ସାମିଲ ହେଲେ ୬ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ନେତୃତ୍ୱରେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପ୍ରତ୍ୟେକ ଯୋଜନା ନିଜ
Read More...

ଯମୁନା କନ୍ଧୁଣୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ହସ୍ତୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଯମୁନା କନ୍ଧୁଣୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ହସ୍ତୀ ଦିବସ ପାଳିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ନନ୍ଦଳାଲ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଚେତନତା ସଭାରେ ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ମିଶ୍ର
Read More...

ସଂସ୍କୃତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ କରାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଉକ୍ତ ଅବସର ନିମନ୍ତେ ସଭା ଅନୁଷ୍ଠିତ ହୋଇଥିଲା । ଅଞ୍ଚଳ
Read More...

ଅନଲାଇନ୍ ଗେମ୍ ଖେଳିବାକୁ ଆକଟ କରିବାରୁ ଜୀବନ ହାରିଦେଲେ ନାବାଳକ ଗାଧୁଆ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଜଳେଶ୍ଵର : ଅନଲାଇନ୍ ଗେମ୍ ଖେଳିବାକୁ ବାରଣ କରିବାରୁ ଜଣେ ନାବାଳକ ଜୀବନ ହାରିଦେଇଛନ୍ତି । ବାଥରୁମ୍‌ରେ ବେକରେ ଗାମୁଛା ବାନ୍ଧି ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି । ନାବାଳକଙ୍କୁ ଝୁଲନ୍ତା ଅବସ୍ଥାରେ ଗାଧୁଆ ଘରୁ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ, ସିଂଲା ଥାନା ଜାମଶୁଳି
Read More...

ଜେନିଥ ଲାୟଂସ ଗୁରୁକୁଳରେ ଗଙ୍ଗାଧର ମେହେର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଜେନିଥ ଲାୟଂସ ଗୁରୁକୁଳରେ ଆଜି ଗଙ୍ଗାଧର ମେହେରଙ୍କ ଜନ୍ମ ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ତଥା ବକ୍ତା ଭାବରେ ବୁଦ୍ଧଦେବ ମେହେର ମହାବିଦ୍ୟାଳୟ ଦହିତାର ଇଂରାଜୀ ଅଧ୍ୟାପକ, ବିଶିଷ୍ଟ
Read More...

ଓଡିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ତରଫରୁ ୧୦ ଦଫା ଦାବୀ ନେଇ ସମୂହ ଛୁଟି ଓ ଧାରଣା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାଙ୍କ ମୂଳ ଦରମା ଲେବୁଲ ୯ କରିବା ଦାବୀକୁ ନେଇ ସୋମବାରଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟି ଘୋଷଣା କରି ବାଲିଗୁଡା
Read More...