Daily Archives

ବରଗଡ ସାମ୍ବାଦିକ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ସାମ୍ବାଦିକ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ବରଗଡ଼ ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ କର୍ମକର୍ତ୍ତା ଏବଂ କାର୍ଯ୍ୟକାରୀ କମିଟୀ ସଭ୍ୟ ମନୋନୟନ କରାଯାଇଥିଲା । ଏଥିରେ ସୁରେନ୍ଦ୍ର ହୋତା ସଭାପତି, ବିରେନ୍ଦ୍ର ପ୍ରଧାନ ଉପ
Read More...

ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶ୍ରୀଅରବିନ୍ଦ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶିକ୍ଷାକେନ୍ଦ୍ର ସଭାପତି ଗୋକୁଳାନନ୍ଦ ଦଣ୍ଡସନାଙ୍କ ସଭାପତିତ୍ୱରେ ୧୫୩ତମ ଶ୍ରୀଅରବିନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ଶ୍ରୀମା ଶ୍ରୀଅରବିନ୍ଦଙ୍କ
Read More...

ରାଉରକେଲା କଲେଜରେ ସ୍ୱାଧୀନତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ ପରିସରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ରଶ୍ମି ରଞ୍ଜନ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ
Read More...

ସରସ୍ଵତୀ ଶିଶୁ ବାଟିକା କଦମପଡା ଠାରେ ସ୍ୱାଧୀନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବାଟିକା କଦମ୍ ପଡାଠାରେ ସ୍ୱାଧୀନତା ଦିବସ ଓ ଶ୍ରାକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ କଳିଷ୍ଠ ପଧାନ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଜନ୍ମାଷ୍ଟମୀ ବିଷୟରେ ମାର୍ଗଦର୍ଶନ କରିଥିଲେ । ବିଦ୍ୟାଳୟର
Read More...

ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୭୯ତମ ସ୍ଵାଧୀନତା ଦିବସ ପାଳନ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନନ୍ଦଲାଲ ସେଠ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ୭୯ ତମ ସ୍ୱଧିନତା ଦିବସ ଓ ପବିତ୍ର ଜନ୍ମାଷ୍ଟମୀ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହା ଠାରେ ପବିତ୍ର ଜନ୍ମାଷ୍ଟମୀ ଓ ୭୯ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବୁର୍ଡା ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହିମାଂଶୁ ଶେଖର ସାହୁ ମୁଖ୍ୟ ଅତିଥି ଭାବେ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ସମାରୋହ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସ୍ୱାଧୀନତା ଉତ୍ସବ ପାଳନ ସମାରୋହ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ସମାଜସେବୀ ଧର୍ମେନ୍ଦ୍ର ବିଶ୍ୱାଳ ଓ ସରୋଜ ସାଙ୍କ ନେତୃତ୍ୱରେ ରାମଧୁନ ଓ ପ୍ରଭାତ ଫେରି ନଗର ପରିକ୍ରମା କରିଥିଲା ।
Read More...

୭୯ତମ ସ୍ଵାଧୀନତା ଦିବସ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଅନେକ ଉତ୍ସାହର ସହିତ ୭୯ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ଵାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ତ୍ରିରଙ୍ଗା ଯାତ୍ରା, ମାରାଥନ ଦୌଡ଼ ଜାତୀୟ ଏକତା ଓ ଅଖଣ୍ଡତା ଉଦ୍ଦେଶ୍ୟର ଆୟୋଜନ
Read More...

ଜେ.ଏସ.ଏମ. ମହାବିଦ୍ୟାଳୟରେ ଆନନ୍ଦ ଓ ଉତ୍ସାହରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେ.ଏସ.ଏମ. ଆର୍ଟ୍ସ, ସାଇନ୍ସ ଏବଂ କମର୍ସ କଲେଜରେ ଆଜି ୭୯ତମ ସ୍ୱାଧୀନତା ଦିବସ ବିଶେଷ ଉତ୍ସାହ, ଦେଶଭକ୍ତି ଓ ଗର୍ବ ସହିତ ଉଦ୍ୟାପନ କରାଗଲା । କାର୍ଯ୍ୟକ୍ରମରେ ଧ୍ୱଜାରୋହଣ, ପ୍ରେରଣାଦାୟକ ଉଦବୋଧନ, ପୁରସ୍କାର ବିତରଣ, ସାଂସ୍କୃତିକ ପ୍ରଦର୍ଶନ ଓ ରାସ୍ତା-ନାଟକ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏ‌ସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ ।
Read More...