Daily Archives

୨୭ତମ ନୂଆଖାଇ ଭେଟଘାଟ ପାଳନ ଅବସରରେ ନୂଆଖାଇ ଚେସ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ସ୍ଵେଛାସେବୀ ଅନୁଷ୍ଠାନ ଏବିସିଡି (ଏସୋସିଏସନ ଅଫ ଦ ବ୍ରୋଡ଼ ମାଇଣ୍ଡେଡ ଫର କମ୍ୟୁନିଟି ଡେଭଲପମେଣ୍ଟ) ର ଆୟୋଜନରେ ସ୍ଥାନୀୟ ରାଜବୋଡାସମ୍ବର ହାଇସ୍କୁଲ ପ୍ରାଙ୍ଗଣରେ ୨୭ତମ ନୂଆଖାଇ ଭେଟଘାଟ ପାଳନ ଅବସରରେ ନୂଆଖାଇ ଚେସ ପ୍ରତିଯୋଗିତା
Read More...

ହିଞ୍ଜିଳିକାଟୁ ଅଞ୍ଚଳରେ ଚୋରଦଳ ଆତଙ୍କ : ପୋଲିସ ପ୍ରଶାସନ ଦୃଢ଼ ପଦକ୍ଷେପ ନେବା ଜରୁରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ହିଞ୍ଜିଳିକାଟୁ ଅଞ୍ଚଳରେ ଏକ ଆଚମ୍ଭିତ କରୁଥିବା ଘଟଣା ଘଟିଛି । ରାଜା ତୋଟା ସାହି ନିକଟସ୍ଥ ମେଣ୍ଡାଖାଇ ପାହାଡ ମଧ୍ୟରେ ଗତ ବୁଧବାର ଦିନ ମାଟି ତଳୁ ମାଁ ମଙ୍ଗଳାଙ୍କ ମୂର୍ତ୍ତି ଉଦ୍ଧାର ହୋଇଥିବା ଦେଖିବାକୁ ମିଳିଥିଲା । ଜଣେ ଛେଳି ଚରାଳି ପ୍ରାଚୀନ
Read More...

ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ସଦାଇପାଲି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକରସଦାଇପାଲି, କ୍ଲଷ୍ଟରର ଦୁଇଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷିକା ବିନୋଦ ଷଡଙ୍ଗୀ ଏବଂ ଯୋଗମାୟା ହୋତାଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ସରକାରୀ ଉ.ପ୍ରା. ବିଦ୍ୟାଳୟ, ସଦାଇପାଲିରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଦାଇପାଲି
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨
Read More...

ସାପ କାମୁଡା ଓ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଜବନ୍ଧଠାରେ ସାପ କାମୁଡା ଓ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ ପ୍ରଧାନଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଚେତନତା ଶୋଭାଯାତ୍ରା
Read More...

ରୋତ କଲେଜରେ ୪୩ତମ ପ୍ରତିଷ୍ଠା ଦିବସ ପାଳିତ

ଆଗଲପୁର, (ବିମଳେନ୍ଦୁ ସାହୁ) : ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଆଜି ୪୩ ତମ ପ୍ରତିଷ୍ଠା ଦିବସ ଖୁବ୍ ଧୂମଧାମରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ଉପଖଣ୍ଡର ଉପଜିଲ୍ଲାପାଳ ତଥା
Read More...

ରୋଟାରୀ କ୍ଲବ ଜିଲ୍ଲା ୩୨୬୧ର ଟିମ୍ ଓଜସ୍ୱୀ ଉଦଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଜିଲ୍ଲା ୩୨୬୧କୁ ଅଧିକ ନମନୀୟ, ଅଧିକ ବିବିଧ, ଅଧିକ ଟେକ୍ନୋଲୋଜି-ସକ୍ଷମ ଏବଂ ଅଧିକ ସ୍ପନ୍ଦନଶୀଳ କରିବା ପାଇଁ ଜିଲ୍ଲା ଗଭର୍ଣ୍ଣର ୨୦୨୬-୨୭ ଙ୍କ କାର୍ଯ୍ୟାଳୟରେ ଟିମ ଓଜସ୍ୱୀ କୁ ରାଉରକେଲାର ସିଭିଲ ଟାଉନସିପ ସ୍ଥିତ ଜେଜେ/୯ ଠାରେ ଉନ୍ମୋଚିତ
Read More...

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝୀଙ୍ଗିଆ ଓରାମଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସ ଅବସରରେ ରାଉରକେଲା ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ଧାମରା ସଂଘରେ ବର୍ଷା କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଧାମରା ସଂଘ ଦ୍ୱାରା ଆୟୋଜିତ ବର୍ଷା କବିତା ଆସରରେ, ବର୍ଷା ! ନିଜେ ଏକ କବିତା ଶୀର୍ଷକରେ ଆଲୋଚନା କରିବାକୁ ଯାଇ ମୁଖ୍ୟବକ୍ତା ପବିତ୍ର ପାଣିଗ୍ରାହୀ କହିଥିଲେ ଯେ ବର୍ଷା ! ନିଜେ ଏକ କବିତା । ବର୍ଷା କବିଙ୍କ ମନରେ ଆଶା ଓ ଆକାଂକ୍ଷା ଜଗାଏ ଓ କବିତା ଲେଖିବା
Read More...

ବହ୍ନି କନ୍ୟା ପାର୍ବତୀ ଗିରି ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସେବା ସଂଗଠନର ପ୍ରତିଷ୍ଠା ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ମାଆ ପାର୍ବତୀ ଗିରିଙ୍କ ଏକତିରିଶ ତମ ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସଂଗଠନର କୋଡିଏ ତମ ପ୍ରତିଷ୍ଠା ଦିବସ ପତିତପାବନ ଏକାଡେମୀ ସଭା କକ୍ଷରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ
Read More...