Daily Archives

ଦିଲ୍ଲୀରେ ‘କର୍ମଚାରୀ ସଂକଳ୍ପ ସମ୍ମିଳନୀ’କୁ ସମ୍ବୋଧନ କଲେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ

ପ୍ରତ୍ୟେକ ଦିବସର ସଦୁପଯୋଗ କରି ରାଷ୍ଟ୍ର ନିର୍ମାଣରେ ଯୋଗଦାନ ଦିଅ : କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀରେ ଆଜି ଆୟୋଜିତ 'କର୍ମଚାରୀ ସଂକଳ୍ପ ସମ୍ମିଳନୀ'ରେ ଉଦବୋଧନ ଦେଇଛନ୍ତି କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଇଣ୍ଟ୍ରାକ୍ଟ କ୍ଲବର ୫ମ ପ୍ରତିଷ୍ଠା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଷ୍ଟିଲ୍ ସିଟିର ରୋଟାରୀ କ୍ଲବ ଦ୍ୱାରା ପ୍ରାୟୋଜିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଜଗଦାର ଇଣ୍ଟ୍ରାକ୍ଟ କ୍ଲବ ପକ୍ଷରୁର ୫ମ ସ୍ଥାପନା ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ରୋଟାରୀଆନ ନିବେଦିତା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ

ୟୁକ୍ରେନ ଏବଂ ପଶ୍ଚିମ ଏସିଆ କ୍ଷେତ୍ରରେ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ପ୍ରୟାସ ଉପରେ ମତ ବିନିମୟ କଲେ ଦୁଇ ନେତାଶାନ୍ତି ଓ ସ୍ଥିରତାର ଶୀଘ୍ର ପୁନଃପ୍ରତିଷ୍ଠା ପାଇଁ ଭାରତର ନିରନ୍ତର ସମର୍ଥନକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ ମୋଦୀଭାରତ-ଫ୍ରାନ୍ସ ରଣନୀତିକ ସହଭାଗୀତାକୁ ଆହୁରି ମଜବୁତ
Read More...

ବଙ୍ଗୋମୁଣ୍ଡାରେ ବ୍ଲକସ୍ତରୀୟ ଅସହାୟ ଶିଶୁ ଚିହ୍ନଟ ଓ ସୁରକ୍ଷା ଉପରେ କର୍ମଶାଳା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଅଧିନସ୍ଥ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ବ୍ଲକସ୍ତରୀୟ ଅସହାୟ ଶିଶୁ ଚିହ୍ନଟ ଓ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ସିଡିପିଓ ମାଧୁରୀ ହୋତାଙ୍କ ସଭାପତିତ୍ୱରେ
Read More...

ବଲାଙ୍ଗିରରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ଆନ୍ଦୋଳନ ପୁଣି ତେଜିଲା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିଳ୍ପ ବିହିନ ଦାଦନ ପ୍ରବଣ ବଲାଙ୍ଗିର ଜିଲ୍ଲାରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦୀର୍ଘ ବର୍ଷରୁ ଦାବୀ ହୋଇ ଆସୁଅଛି । ବର୍ତ୍ତମାନ ସମ୍ବଲପୁରଠାରେ କୃଷି ବିଶ୍ୱ ବିଦ୍ୟାଳୟ ଏବଂ ବଲାଙ୍ଗିର ଠାରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା
Read More...

ଅନୁଦାନ ଦାବୀରେ ଅଧ୍ୟାପକ ଓ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ (ଓଏସ୍‌ଏନ୍‌ଏଲଇଏ)ର ଆହ୍ୱାନକ୍ରମେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶିବତଲାରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀମାନେ ଗତ ୧୬ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ
Read More...

ବିପଦରେ ଦୟା ସେତୁ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ଗ୍ରାମର ପଶ୍ଚିମ ପାର୍ଶ୍ୱରେ ପ୍ରବାହିତ ଦୟାନଦୀ ବନ୍ଧରୁ ଯୋରକଣୀକୁ ସଂଯୋଗ କରୁଥିବା ନବ ନିର୍ମିତ ଦୟାସେତୁ ଏବେ ବିପଦରେ । ବହୁ ପ୍ରତିକ୍ଷିତ ଏହି ଦୟାସେତୁ ୨୦୧୫ ମସିହାରୁ ଆରମ୍ଭ ୨୦୨୪ ରେ
Read More...

ଟିଟିଲାଗଡ଼ ଲାୟଂଶ କ୍ଲବ ତରଫରୁ ବରିଷ୍ଠ ନାଗରିକ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ହେଉଛି ବିଶ୍ଵ ବରିଷ୍ଠ ନାଗରିକ ଦିବସ । ତେବେ ଏହି ଦିବସ କ୍ଲବ ସଭାପତି ସଞ୍ଜୟ ସୋନିଙ୍କ ସଭାପତିତ୍ୱରେ ସ୍ଥାନୀୟ ପ୍ରଭାତ ଗୋୟଲଙ୍କ ବାସ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କ୍ଲବର ବରିଷ୍ଠ ସଦସ୍ୟ ଲାୟନ ଡ. ଘନଶ୍ୟାମ ଜୈନ, ରତ୍ନାକର ସାହୁ,
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ. ପବିତ୍ର ମୋହନ ସାମଲଙ୍କ ଅନୁମତିକ୍ରମେ, ଅଦ୍ୟ ତା ୨୧.୦୮.୨୦୨୫ ରିଖ, ଜାମୁଟ୍ ପଂଚାୟତ କାର୍ଯ୍ୟାଳୟ ପରିସରରେ କେନ୍ଦ୍ର ଓ
Read More...

ଆମ ପୁଲିସର ଶାନ୍ତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ଆସନ୍ତା ଗଣେଶ ପୂଜା ଉପଲକ୍ଷେ ଏକ ଶାନ୍ତି ବୈଠକ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଥାନା ପ୍ରଭାରୀ ରଞ୍ଜନ କୁମାର ନାୟକ ଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର ପ୍ରମୁଖ ଡ଼ଃ ସୁମନ
Read More...