ମତ୍ସ୍ୟଚାଷୀଙ୍କୁ ଯାଆଁଳାମାଛ ଏବଂ ଖାଦ୍ୟଦ୍ରବ୍ୟ ବଣ୍ଟନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ଠାରେ "ଆତ୍ମା" ସଂଗଠନ ତରଫରୁ ପାଞ୍ଚଜଣ ମତ୍ସ୍ୟ ଚାଷୀଙ୍କୁ ମାଛ ଯାଆଁଳା ଓ ମାଛ ଖାଦ୍ୟ ବଣ୍ଟନ କରାଯାଇଛି । ଆଗ୍ରହୀ ମାଛ ଚାଷୀଙ୍କୁ ଚୟନ କରି ସେମାନଙ୍କ ନିଜସ୍ୱ ପୋଖରୀରେ ମାଛ ଚାଷ ପ୍ରଦର୍ଶନ!-->…
Read More...
Read More...