ସମନ୍ୱିତବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ କଲା ଡିଆରଡିଓ
ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ସମନ୍ୱିତ ବାୟୁ ପ୍ରତିହକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀ (ଆଇଏଡିଡବ୍ଲୁଏସ)ର ପ୍ରଥମ ସଫଳ ପରୀକ୍ଷଣ ସମ୍ପନ୍ନ କରିଛି । ୨୩ ଅଗଷ୍ଟ ୨୦୨୫ରେ ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଓ ଡ଼ିଶା ଉପକୂଳରୁ ଏହି ପରୀକ୍ଷଣ କରାଯାଇଥିଲା!-->…
Read More...
Read More...