ଗୋଇମୁଣ୍ଡରେ ୪୯ତମ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ସହ ନୂତନ କମିଟି ଗଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମର ଦୁର୍ଗାମଣ୍ଡପ ପ୍ରାଙ୍ଗଣରେ ଅକ୍ଷୟ କୁମାର ସାହୁଙ୍କ ସଭାପତିତ୍ୱରେ ୪୯ତମ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ସାମ୍ବାଦିକ ଅଶୋକ ନାରାୟଣ!-->…
Read More...
Read More...