Daily Archives

ବାଲିଗୁଡ଼ାର ପୂର୍ବତନ ବିଧାୟକଙ୍କ ପରଲୋକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କନ୍ଧମାଳ ଜିଲ୍ଲାର ତୁମୁଡ଼ିବନ୍ଧ ବ୍ଲକ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଅକସ୍ମାତ୍ ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି । ମୁଖ୍ୟମନ୍ତ୍ରୀ
Read More...

ବିଶ୍ୱ ରୋଷେଇ ଘର ଉଦ୍ୟାନ ଦିବସ

ଡେ଼ଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ୨୫ ଅଗଷ୍ଟ ବିଶ୍ଵ ରୋଷେଇ ଘର ଉଦ୍ୟାନ ଦିବସ, ଯାହା ମାସର ଶେଷ ରବିବାରରେ ପାଳନ ହୋଇଥାଏ । ସାଙ୍କେତିକ ଭାବରେ, ଗ୍ରୀଷ୍ମ ରୁତୁର ଶେଷ ସମୟକୁ ଏହା ପ୍ରତିପାଦିତ କରେ । ଏହି ପାଳନ ହେଉଛି ଅଳ୍ପ ପରିମାଣରେ ଉତ୍ପାଦିତ ଖାଦ୍ୟର ବାର୍ଷିକ, ବିକେନ୍ଦ୍ରୀକରଣ
Read More...

ପୁଣି ଅଲୋଡା ଶିଶୁ କନ୍ୟା : ଚାକୁଣ୍ଡା ଗଛ ମୂଳେ ସଦ୍ୟଜାତ ଶିଶୁ କନ୍ୟା ଉଦ୍ଧାର

କଟକ : ପୁଣି ଅଲୋଡା ଶିଶୁ କନ୍ୟା । ଚାକୁଣ୍ଡା ଗଛ ମୂଳେ ସଦ୍ୟଜାତ ଶିଶୁ କନ୍ୟା ଉଦ୍ଧାର । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମହୀଧରପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ । ଖବର ନେବାରୁ ଜଣାପଡିଛି ଯେ, ଆଜି ସକାଳ ସମୟ ୬ଟାରେ ମହୀଧରପଡା ଗୋଷ୍ଠୀ
Read More...

ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଟିମ୍ କ୍ଲିନ୍ ସିଟି ପକ୍ଷରୁ ପୋଷ୍ଟର ଚିରା-ସଫେଇ ଅଭିଯାନ ଜାରୀ

ସାମିଲ ହେଲେ ଡେପୁଟି କମିଶନର ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଟିମ୍ କ୍ଲିନ୍ ସିଟି ପକ୍ଷରୁ ବ୍ରହ୍ମପୁର ସହରର ସୌନ୍ଦଯ୍ୟ ବୃଦ୍ଧି କରିବା ଦିଗରେ ନିଜ ଉଦ୍ୟମ ଜାରି ରଖିଛି । ପ୍ରତି ରବିବାର ଭଳି ଗତକାଲି ମଧ୍ୟ ଟିମ୍ ପକ୍ଷରୁ ପୋଷ୍ଟର ଚିରା ଅଭିଯାନ
Read More...

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଳାହାଣ୍ଡି ଆଗମନକୁ ନେଇ ପ୍ରସ୍ତୁତି ବୈଠକ

କେସିଙ୍ଗା, (ପ୍ରୀତେଶ ପଟେଲ) : ଆସନ୍ତା ୨୬ ତାରିଖ ଦିନ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ ସମୟରେ କେସିଙ୍ଗା ହୋଇ ଯିବାର କାର୍ଯ୍ୟକ୍ରମ ଚୂଡାନ୍ତ ହେବା ପରେ କେସିଙ୍ଗାରେ ସଭାପତିଙ୍କ ସମ୍ମାନରେ ଏକ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ନଗର ସଭାପତି ପିଙ୍କୁ
Read More...

ଏବିସିଡି ନୂଆଖାଇ ଭେଟଘାଟ ରଙ୍ଗୋଲି : ଝୋଟି ଓ ଚିତ୍ରାଙ୍କନ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରବିବାର ଦିନ ଏବିସିଡି ଆୟୋଜିତ ବୋଡାସମ୍ବର ନୂଆଖାଇ ଭେଟଘାଟ ଉପଲକ୍ଷେ ପଦ୍ମପୁର ମେହେରପଡାଠାରେ ଥିବା ଗଙ୍ଗାଧର ମେହେର ଧରମ ସାଲାଠାରେ ରଙ୍ଗୋଲି, ଝୋଟି ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି
Read More...