ଗଞ୍ଜାମ ଜିଲ୍ଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କୁ ସିଏମ୍ କିଷାନ ୩ୟ କିସ୍ତି ଦିଆଗଲା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସିଏମ୍ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି । ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି । ଏହିକ୍ରମରେ ଗଞ୍ଜାମ ଜିଲ୍ଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ!-->…
Read More...
Read More...