ପ୍ରଗତି ଉତ୍କଳ ସଂଘରେ ଦେବେନ୍ଦ୍ର ଦାଶ ସ୍ମାରକୀ ବକ୍ତୃତା
ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଜ୍ଞା ପୁରୁଷ ଦେବେନ୍ଦ୍ର କୁମାର ଦାଶ ଥିଲେ ବହୁପ୍ରସ୍ତୀୟ ବୁଦ୍ଧିଜୀବୀ । ସାହିତ୍ୟର ବିବିଧ ଦିଗ ସହିତ ନନ୍ଦନ ତତ୍ୱ, ଇତିହାସ ଚର୍ଚ୍ଚା ଓ ସଂସ୍କୃତି ଚର୍ଚ୍ଚାରେ ତାଙ୍କର ବିଦ ବତ୍ତା ଉଲ୍ଲେଖନୀୟ । ଜଣେ ଯୁକ୍ତିବାଦୀ, ହେତୁବାଦୀ ରୂପେ ପରିଚିତ!-->…
Read More...
Read More...