Monthly Archives

August 2025

କେନ୍ଦ୍ର ଖଣିଜ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ନିରଞ୍ଜନ

ପାଟଣାଗଡ଼, (କେପିଏନ୍‌ଏସ୍‌) : ବ୍ଲକର ସାଲେପାଲି ଗ୍ରାଫାଇଟ ମାଇନିଂ ବ୍ଲକ ନିଲାମ ହୋଇଛି । ଏହି ଗ୍ରାଫଇଟ ମାଇନିଂକୁ କେନ୍ଦ୍ର ସରକାର ତାମିଲନାଡୁର ଭିନମୀର ରିସୋର୍ସ ପ୍ରାଇଭେଟ ଲିମିଟେଡ଼ କମ୍ପାନୀ ନିଲାମ ଦେଇଛି । ସରକାର କିମ୍ବା କମ୍ପାନୀ ଯେ କୌଣସି ଖଣି, ନଦୀ ବନ୍ଧ, କିମ୍ବା ଯାହା
Read More...

ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ମହାମହିମ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ସାଂସଦ ପ୍ରଦୀପ ପୁରୋହିତ । ଆଜି ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟି ନିମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ । ଏହାସହ ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆସିବାକୁ
Read More...

ସଦାଇପାଲି ବିଦ୍ୟାଳୟରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ସଦାଇପାଲି, (ରାଜେଶ ଦଣ୍ଡସେନା) : ସଦାଇପାଲି କ୍ଳଷ୍ଟର ସ୍କୁଲରେ ଗଣେଷ ଭଗବାନ ଏବଂ ସ୍ୱରସ୍ୱତୀ ମାଁଙ୍କ ମୂର୍ତି ସହିତ ମହାପୁରୁଷ ମାନ ଙ୍କପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ଉକ୍ତ ଉନ୍ମୋଚନ ଉତ୍ସବରେ ମୂଖ୍ୟ ଅତିଥି ବିଇଓ ଦିଲ୍ଲୀପ କୁମାର ଯୋଶୀ ସମ୍ମାନୀତ ଅତିଥି ଏବିଇଓ ସଂଧ୍ୟାରାଣୀ
Read More...

ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

୫୦ତମ ଠିକାଦାରପଡା ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଠିକାଦାରପଡା ଦୁର୍ଗା ମଣ୍ଡପ ପରିସରରେ ଚଳିତ ବର୍ଷ ୫୦ତମ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ମହାସମାରୋହରେ ପାଳନ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିଲା ।
Read More...

୨୭ତମ ନୂଆଖାଇ ଭେଟଘାଟ ପାଳନ ଅବସରରେ ନୂଆଖାଇ ଚେସ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ସ୍ଵେଛାସେବୀ ଅନୁଷ୍ଠାନ ଏବିସିଡି (ଏସୋସିଏସନ ଅଫ ଦ ବ୍ରୋଡ଼ ମାଇଣ୍ଡେଡ ଫର କମ୍ୟୁନିଟି ଡେଭଲପମେଣ୍ଟ) ର ଆୟୋଜନରେ ସ୍ଥାନୀୟ ରାଜବୋଡାସମ୍ବର ହାଇସ୍କୁଲ ପ୍ରାଙ୍ଗଣରେ ୨୭ତମ ନୂଆଖାଇ ଭେଟଘାଟ ପାଳନ ଅବସରରେ ନୂଆଖାଇ ଚେସ ପ୍ରତିଯୋଗିତା
Read More...

ହିଞ୍ଜିଳିକାଟୁ ଅଞ୍ଚଳରେ ଚୋରଦଳ ଆତଙ୍କ : ପୋଲିସ ପ୍ରଶାସନ ଦୃଢ଼ ପଦକ୍ଷେପ ନେବା ଜରୁରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ହିଞ୍ଜିଳିକାଟୁ ଅଞ୍ଚଳରେ ଏକ ଆଚମ୍ଭିତ କରୁଥିବା ଘଟଣା ଘଟିଛି । ରାଜା ତୋଟା ସାହି ନିକଟସ୍ଥ ମେଣ୍ଡାଖାଇ ପାହାଡ ମଧ୍ୟରେ ଗତ ବୁଧବାର ଦିନ ମାଟି ତଳୁ ମାଁ ମଙ୍ଗଳାଙ୍କ ମୂର୍ତ୍ତି ଉଦ୍ଧାର ହୋଇଥିବା ଦେଖିବାକୁ ମିଳିଥିଲା । ଜଣେ ଛେଳି ଚରାଳି ପ୍ରାଚୀନ
Read More...

ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ସଦାଇପାଲି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକରସଦାଇପାଲି, କ୍ଲଷ୍ଟରର ଦୁଇଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷିକା ବିନୋଦ ଷଡଙ୍ଗୀ ଏବଂ ଯୋଗମାୟା ହୋତାଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ସରକାରୀ ଉ.ପ୍ରା. ବିଦ୍ୟାଳୟ, ସଦାଇପାଲିରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଦାଇପାଲି
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨
Read More...

ସାପ କାମୁଡା ଓ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଜବନ୍ଧଠାରେ ସାପ କାମୁଡା ଓ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ ପ୍ରଧାନଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଚେତନତା ଶୋଭାଯାତ୍ରା
Read More...