Monthly Archives

August 2025

ରାଉରକେଲା କଲେଜରେ ସ୍ୱାଧୀନତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ ପରିସରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ରଶ୍ମି ରଞ୍ଜନ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ
Read More...

ସରସ୍ଵତୀ ଶିଶୁ ବାଟିକା କଦମପଡା ଠାରେ ସ୍ୱାଧୀନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବାଟିକା କଦମ୍ ପଡାଠାରେ ସ୍ୱାଧୀନତା ଦିବସ ଓ ଶ୍ରାକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ କଳିଷ୍ଠ ପଧାନ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଜନ୍ମାଷ୍ଟମୀ ବିଷୟରେ ମାର୍ଗଦର୍ଶନ କରିଥିଲେ । ବିଦ୍ୟାଳୟର
Read More...

ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୭୯ତମ ସ୍ଵାଧୀନତା ଦିବସ ପାଳନ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନନ୍ଦଲାଲ ସେଠ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ୭୯ ତମ ସ୍ୱଧିନତା ଦିବସ ଓ ପବିତ୍ର ଜନ୍ମାଷ୍ଟମୀ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହା ଠାରେ ପବିତ୍ର ଜନ୍ମାଷ୍ଟମୀ ଓ ୭୯ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବୁର୍ଡା ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହିମାଂଶୁ ଶେଖର ସାହୁ ମୁଖ୍ୟ ଅତିଥି ଭାବେ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ସମାରୋହ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସ୍ୱାଧୀନତା ଉତ୍ସବ ପାଳନ ସମାରୋହ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ସମାଜସେବୀ ଧର୍ମେନ୍ଦ୍ର ବିଶ୍ୱାଳ ଓ ସରୋଜ ସାଙ୍କ ନେତୃତ୍ୱରେ ରାମଧୁନ ଓ ପ୍ରଭାତ ଫେରି ନଗର ପରିକ୍ରମା କରିଥିଲା ।
Read More...

୭୯ତମ ସ୍ଵାଧୀନତା ଦିବସ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଅନେକ ଉତ୍ସାହର ସହିତ ୭୯ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ଵାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ତ୍ରିରଙ୍ଗା ଯାତ୍ରା, ମାରାଥନ ଦୌଡ଼ ଜାତୀୟ ଏକତା ଓ ଅଖଣ୍ଡତା ଉଦ୍ଦେଶ୍ୟର ଆୟୋଜନ
Read More...

ଜେ.ଏସ.ଏମ. ମହାବିଦ୍ୟାଳୟରେ ଆନନ୍ଦ ଓ ଉତ୍ସାହରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେ.ଏସ.ଏମ. ଆର୍ଟ୍ସ, ସାଇନ୍ସ ଏବଂ କମର୍ସ କଲେଜରେ ଆଜି ୭୯ତମ ସ୍ୱାଧୀନତା ଦିବସ ବିଶେଷ ଉତ୍ସାହ, ଦେଶଭକ୍ତି ଓ ଗର୍ବ ସହିତ ଉଦ୍ୟାପନ କରାଗଲା । କାର୍ଯ୍ୟକ୍ରମରେ ଧ୍ୱଜାରୋହଣ, ପ୍ରେରଣାଦାୟକ ଉଦବୋଧନ, ପୁରସ୍କାର ବିତରଣ, ସାଂସ୍କୃତିକ ପ୍ରଦର୍ଶନ ଓ ରାସ୍ତା-ନାଟକ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏ‌ସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ ।
Read More...

୭୯ ତମ ସ୍ୱାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ୭୯ତମ ସ୍ୱାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିଭାଦନ ଗ୍ରହଣ କରି
Read More...

ଗୃହସ୍ଥୀ ଉଦ୍ୟୋଗରେ ଉତ୍ସାହ ଓ ଉଲ୍ଲାସରେ ୭୯ତମ ସ୍ଵାଧୀନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ପ୍ରସିଦ୍ଧ ମସଲା ଉତ୍ପାଦକ ଗୃହସ୍ଥୀ ଉଦ୍ୟୋଗ ପ୍ରାଇଭେଟ୍ ଲିମିଟେଡ୍‌ରେ ୭୯ତମ ସ୍ଵାଧୀନତା ଦିବସ‌କୁ ବିଶେଷ ଉତ୍ସାହ ଓ ଧୁମଧାମରେ ପାଳନ କରାଯାଇଛି । ଗୃହସ୍ଥୀ, ତାହାର ଅଦ୍ୱିତୀୟ ଗୁଣବତ୍ତା ସହିତ, ସମସ୍ତ ଜାତୀୟ ପର୍ବକୁ ହର୍ଷୋଲ୍ଲାସରେ ପାଳନ କରିବା
Read More...